ରବିଚନ୍ଦନ ମେମୋରିଆଲ କ୍ରିକେଟ ଉଦ୍‌ଯାପିତ

ଚମ୍ପିୟାନ ଦଳ କୁଟୁମଡୋଳାକୁ ପୁରସ୍କୃତ କଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଧିଆପାଲି ପଂଚାୟତର ବୀରମୁଣ୍ଡା ଠାରେ ରବିଚନ୍ଦନ ସ୍ମୃତି କମିଟି ତରଫରୁ ରବିଚନ୍ଦନ ମେମୋରିଆଲ କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ୫ ଦିନ ବ୍ୟାପି ଚାଲିଥିବା ଏହି ପ୍ରତିଯୋଗିତାରେ ଏହି…
Read More...

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର…
Read More...

ମୁରିବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୦୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୦୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ରୋତସ୍ଵିନୀ ମାଝୀଙ୍କ ସଭାପତିତ୍ୱରେ…
Read More...

ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମଠାରେ ଆସନ୍ତା ଫେବୃଆରୀ ୨୩ ଓ ୨୪ରେ ହେବାକୁ ଯାଉଛି ମହିଳା ଟି-୨୦ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ମହିଳା କ୍ରିକେଟରେ ପ୍ରାଧାନ୍ୟ ବିସ୍ତାର କରିଥିବା ପାଇଁ ବଲାଙ୍ଗିର ଏ ଦିଗରେ ଆଉ ଏକ ପାଦ ଆଗେଇଛି । ଆସନ୍ତା ଫେବୃଆରି ୨୩ ଓ ୨୪ ଦୁଇଦିନ ଧରି ଗାନ୍ଧୀ ଷ୍ଟାଡିୟମରେ ଓଡ଼ିଶାର ବହୁ ଶ୍ରେଷ୍ଠ ମହିଳା କ୍ରିକେଟର ଏକାଠି ହେବେ । ସ୍ଥାନୀୟ ଅଗ୍ରଣୀ ମହିଳା…
Read More...

ପ୍ରସିଦ୍ଧ ଶକ୍ତିପୀଠ ରାମଚଣ୍ଡୀ ଠାରେ ବିଶ୍ୱସ୍ତରୀୟ ସନ୍ଥ ସମ୍ମିଳନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରସିଦ୍ଧ ଶକ୍ତିପୀଠ ରାମଚଣ୍ଡୀ ଠାରେ ମଙ୍ଗଳବାର ଦିନ ବିଶ୍ୱସ୍ତରୀୟ ସନ୍ଥ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରୟାଗରାଜକୁ ତୀର୍ଥ କରିବାକୁ ଯାଇ ମହାକୁମ୍ଭମେଳାରେ ଫେରି ଆସିଥିବା ୧୨୧ ସାଧୁ ସନ୍ଥମାନଙ୍କୁ ମା' ରାମଚଣ୍ଡୀଙ୍କ ପୀଠକୁ ଆମନ୍ତ୍ରିତ…
Read More...

ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ତା ୧୮.୦୨.୨୦୨୫ରିଖରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ପାଇକମାଲ ବ୍ଲକ ସ୍ତରୀୟ ନିପୁଣ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ନିପୁଣ ମେଳା ବ୍ରାହ୍ମଣଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଇଓ ଚୁଡାମଣି ବାରିକଙ୍କ ସଭାପତିତ୍ୱରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଲ ବିଡିଓ ପ୍ରଫୁଲ କୁମାର ଓଦୁ, ସମ୍ମାନିତ…
Read More...

ଛେଣ୍ଡ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ବସ୍ତି ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛିଫ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପ୍ରତିମା ବାଳା ମିଶ୍ରଙ୍କ ସଭାପତିତ୍ୱ, ବରିଷ୍ଠ ଶିକ୍ଷୟିତ୍ରୀ ତନୁଶ୍ରୀ ମହାନ୍ତିଙ୍କ ଆବାହକତ୍ୱ ଓ ସିଆର୍‌ସିସି…
Read More...

ଚାନ୍ଦଲିପାହାଡ ପର୍ଯ୍ୟଟନ ସ୍ଥଳିକୁ ଜିଲ୍ଲାପାଳଙ୍କ ପରିଦର୍ଶନ

ଉନ୍ନୟନ ନେଇ ସ୍ଥାନୀୟ ଲୋକଙ୍କ ସହ ଆଲୋଚନାଡ୍ରୋନସର୍ଭେ ସହ ଡିପିଆର ପ୍ରସ୍ତୁତ କରିବାକୁ ପର୍ଯ୍ୟଟନ ଅଧିକାରୀଙ୍କୁ ନିର୍ଦ୍ଦେଶ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଦେଷଣ୍ଢର ଚାନ୍ଦଲିପାହାଡକୁ ରାଜ୍ୟସରକାର ଗତ ୧୦ ତାରିଖରେ ପର୍ଯ୍ୟଟନ ସ୍ଥଳି ଘୋଷଣା…
Read More...

ଲର୍କି ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁରେକେଲା ଆଞ୍ଚଳିକ…
Read More...