ଫ୍ରେଣ୍ଡସ କ୍ଲବ ତରଫରୁ ଦ୍ଵିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ଦ୍ଵିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଫେବୃଆରୀ ୧୦ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳପଡିଆଠାରେ ଆୟୋଜିତ ହେବାକୁ ଯାଉଛି । ଏହି ସଂକ୍ରାନ୍ତରେ ଆଜି…
Read More...

ରୁଗୁଡ଼ିଖାଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରୁଗୁଡ଼ିଖାଲ ମାନସ ବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ସୁବର୍ଣ୍ଣପୁର…
Read More...

ବଡ଼ଭାଳୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ସ୍ଥିତ ବଡ଼ଭାଲୁପାଲି ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଜୟ ଶ୍ରୀରାମ ସିକନ୍ଦରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ…
Read More...

ପୋଲିସକୁ କାଠ ମାଫିଆଙ୍କ ଆକ୍ରମଣ : ୩ ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଗଲପୁର ପୋଲିସ ଥାନା ପକ୍ଷରୁ ଗତକାଲି ରାତିରେ ରୁଟିନ ଯାଞ୍ଚ ଚାଲିଥିବା ବେଳେ କିଛି ବ୍ୟକ୍ତି ପୋଲିସକୁ ଆକ୍ରମଣ କରିଥିବା ଜଣାଯାଇଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବା ସହିତ କୋର୍ଟ ଚାଲାଣ କରିଥିବା ଆଇଆଇସି ବାସୁଦେବ ଭୋଇ…
Read More...

ରୁଗୁଡ଼ିଖାଲ୍ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

ଲୋଇସିଂହା, ( ବିମଳେନ୍ଦୁ ସାହୁ ) : ବ୍ଲକ ରୁଗୁଡ଼ିଖାଲ ମାନସ ବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ସୁବର୍ଣ୍ଣପୁର ସଂକୁଳ…
Read More...

କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା: ଶନିବାର ଦିନ ୧ଟାରୁ ରାତି ୯ଟା ଭାରୀଯାନ ମନା, ରବିବାର ସକାଳ ୮ଟାରୁ କଟକଣା

କଟକ : କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୁଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି । ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି ୯ଟା ଏବଂ ରବିବାର ସକାଳ ୮ଟାରୁ ଭିଡ ଭାଙ୍ଗିବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର…
Read More...

ଭେଣ୍ଟିଲେଟର୍‌ରେ ଅଭିନେତା ଉତ୍ତମ ମହାନ୍ତି,

ଭୁବନେଶ୍ୱର : ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ଅଭିନେତା ଉତ୍ତମ ମହାନ୍ତିରେ ଚିକିତ୍ସା ଜାରି ରହିଛି । ସ୍ୱାସ୍ଥାବସ୍ଥା ସଙ୍କଟପନ୍ନ ହେବାରୁ ଭେଣ୍ଟିଲେଟ୍ ରଖାଯାଇଥିବା ସୂଚନା…
Read More...

ଜୟପାଟଣାରେ ନିରାପଦ ମାତୃତ୍ଵକୁ ନେଇ ପ୍ରଶ୍ନବାଚୀ ?

ଜୟପାଟଣା, (ଶେଷଦେବ ବେହେରା ) : ବିଭିନ୍ନ ସମୟରେ ଜୟପାଟଣା ଅଞ୍ଚଳରେ ନିରାପଦ ମାତୃତ୍ଵକୁ ନେଇ ପ୍ରଶ୍ନ ଉଠୁ ଥିବା ବେଳେ ଶନିବାର ପୂର୍ବାହ୍ନରେ ପୁଣି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି । ଜୟପାଟଣା ବ୍ଲକ ଅନ୍ତର୍ଗତ ଧନ୍‌ସୁଲି ପଞ୍ଚାୟତର ପାହାଡ଼ ଶିଖରରେ ଅବସ୍ଥିତ ସୀମାନ୍ତ ଗାଁରେ ରହି…
Read More...

ଖଡ଼ିଆଳ ମହୋତ୍ସବ ୨୦୨୫ ଉଦ୍‌ଯାପିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ଖଡ଼ିଆଳ ସହର ସ୍ଥିତ ରାଜା ଏ.ଟି ହାଇସ୍କୁଲ ଖେଳ ପଡିଆ ଠାରେ କଳା, ସଂସ୍କୃତି, ଐତିହ୍ୟ, ସାହିତ୍ୟ ତଥା ଲୋକକଳାର ବାର୍ତ୍ତାବହ ସାଜିଥିବା ଖଡ଼ିଆଳ ମହୋତ୍ସବ ୧୯ତମ ସଂସ୍କରଣ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ସମାରୋହରେ ଖଡ଼ିଆଳ…
Read More...

ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ସ୍ୱାମୀ ବିବେକାନନ୍ଦ ଶୀର୍ଷକ ଆଲୋଚନାଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଜାତୀୟ ଯୁବ ଦିବସ ଉପଲକ୍ଷେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନାଚକ୍ରରେ "ବିବେକାନନ୍ଦ ବିଶ୍ଵ ଚେତନା ଅଭିଯାନର…
Read More...