ମୁରିବାହାଲ ଜିଲ୍ଲାସ୍ତରୀୟ ଫୁଟବଲ୍ ଫାଇନାଲରେ ନକଟାସରକୁ ୩-୦ ଗୋଲରେ ହରାଇ ଜରାସିଂହା ଚମ୍ପିୟାନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତି ହାଇସ୍କୁଲ ଖେଳପଡିଆରେ ଚାଲିଥିବା ୧୧ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ ଜରାସିଂହା ଓ ନକଟାସର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...