ପଦ୍ମପୁରରେ ନୂତନ ଦୈନିକ ବଜାର ଉଦ୍ଘାଟିତ
ବ୍ୟବସାୟୀଙ୍କ ସୁବିଧା ପାଇଁ ନୂଆଁ ପଦକ୍ଷେପ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ନିର୍ମିତ ଆଧୁନିକ ଦୈନିକ ବଜାର ଆଜି ବିଧିବଦ୍ଧ ଭାବେ ଉଦ୍ଘାଟନ କରାଯାଇଛି । ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବଜାରର!-->!-->!-->…
Read More...
Read More...