ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅପର୍ଣ୍ଣା ସାମଲଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷୟିତ୍ରୀ ସବିତା ବସ୍ତିଆଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ!-->…
Read More...
Read More...