ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ବହୁ ସଂଖ୍ୟାରେ ଯୋଗଦାନ କରବାକୁ ଜିଲ୍ଲାପାଳଙ୍କ ଅପିଲ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆସନ୍ତା ୧ରୁ ୭ ଫେବୃଆରୀ ପର୍ଯ୍ୟନ୍ତ ଭଞ୍ଜଭବନ ନିକଟସ୍ଥ ପ୍ରଦର୍ଶନୀ ପଡିଆ, ସେକ୍ଟର ୫ରେ ଆୟୋଜନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାର ଯୋଗଦାନ କରିବାକୁ …
Read More...

ଧନପୁର ଉଚ୍ଚ ଵିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଧନପୁର ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ ଏବଂ ମୀନଗୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥୀ ଭାବେ…
Read More...

ଡାହିମାଲ ୟୁପି ସ୍କୁଲରେ ବାର୍ଷିକ କ୍ରୀଡ଼ା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଲଣ୍ଡାପଥର ପଞ୍ଚାୟତ ଡ଼ାହିମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ କବିରାଜ ମାଝୀ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଡଙ୍ଗରପଡ଼ା…
Read More...

ରାମଚନ୍ଦ୍ରପୁର ସ୍ୱାସ୍ଥ୍ୟ କେନ୍ଦ୍ର ଜନ ଆରୋଗ୍ୟ ସମିତି ସଂସ୍ଥାର ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ରାମଚନ୍ଦ୍ରପୁର ସ୍ୱାସ୍ଥ୍ୟ କେନ୍ଦ୍ର ଜନ ଆରୋଗ୍ୟ ସମିତି ପରିଚାଳନା ସଂସ୍ଥାର ବୈଠକ ସମିତିର ଅଧ୍ୟକ୍ଷା ତଥା ଜିଲ୍ଲା ପରିଷଦ ସଭ୍ୟା ମମତା କୁମୁରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ଗୋଷ୍ଠୀ…
Read More...

ନେତ୍ରଭାନୁ ହାଇସ୍କୁଲ ଜରାସିଂହାର ୧୯୭୯ ବ୍ୟାଚ୍‌ର ବନ୍ଧୁମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକ ଅନ୍ତର୍ଗତ ଭୀମପାହାଡଠାରେ ନେତ୍ରଭାନୁ ହାଇସ୍କୁଲ ଜରାସିଂହାର ୧୯୭୯ ବ୍ୟାଚ୍‌ର ବନ୍ଧୁମିଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୪୫ ବର୍ଷ ପରେ ସମସ୍ତ ବନ୍ଧୁ ଏକତ୍ରିତ ହୋଇ ଭାବ ବିହ୍ୱଳ ହୋଇପଡିଥିଲେ । ୪୫ ବର୍ଷ ତଳର…
Read More...

ଭଗବାନ ବିଦ୍ୟା ମନ୍ଦିର ଖୁଜେନପାଲିରେ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଭଗବାନ ବିଦ୍ୟା ମନ୍ଦିର, ଖୁଜେନପାଲିରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁନୀଲ କୁମାର ଯୋଷୀଙ୍କ ସଭାପତିତ୍ୱରେ ଏହି ସଭା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ସର୍ବ ବରିଷ୍ଠ କଳା ଶିକ୍ଷକ ସୁରେନ୍ଦ୍ର…
Read More...

ସଂସଦକୁ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ

ମାନ୍ୟବର ସଦସ୍ୟଗଣ,ସଂସଦର ଏହି ଅଧିବେଶନକୁ ସମ୍ବୋଧିତ କରିବା ମୋତେ ବହୁତ ଆନନ୍ଦ ଦେଇଛି ।ଦୁଇ ମାସ ପୂର୍ବେ, ଆମେ ଆମର ସମ୍ବିଧାନ ଲାଗୁ ହେବାର ୭୫ତମ ବାର୍ଷିକୀ ପାଳନ କରିଥିଲୁ ଏବଂ କିଛି ଦିନ ପୂର୍ବରୁ ଭାରତୀୟ ଗଣତନ୍ତ୍ର ଏହାର ୭୫ ବର୍ଷ ଯାତ୍ରା ସମାପ୍ତ କରିଥିଲା । ଏହା ଗଣତନ୍ତ୍ରର ଜନନୀ…
Read More...

ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତି ଜୀଙ୍କର ସମ୍ବୋଧନ ଆମ ବିକଶିତ ଭାରତ ଯାତ୍ରାର ବ୍ୟାପକ ଦୃଷ୍ଟିକୋଣକୁ ଦର୍ଶାଉଛି :…

ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଏଭଳି ଏକ ଭାରତର ପରିକଳ୍ପନା କରାଯାଇଛି ଯେଉଁଠାରେ ଯୁବକମାନେ ଆଗକୁ ବଢିବାକୁ ସର୍ବୋତ୍ତମ ସୁଯୋଗ ପାଇଥାନ୍ତି : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ସଂସଦର ଉଭୟ ଗୃହକୁ ମାନ୍ୟବର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା…
Read More...

ପ୍ରତିକୂଳ ବିଶ୍ୱ ପରିସ୍ଥିତି, ବୈଶ୍ୱିକ ପ୍ରତିଯୋଗିତା ଏବଂ ବଢୁଥିବା ସଂରକ୍ଷଣବାଦକୁ ଅତିକ୍ରମ କରି ଭାରତର ରପ୍ତାନି ୬…

ବୈଶ୍ୱିକ ସେବା ରପ୍ତାନିରେ ଭାରତର ଅଂଶ ୨୦୦୫ରେ ୧.୯ ପ୍ରତିଶତ ଥିବାବେଳେ ୨୦୨୩ରେ ଏହା ଦ୍ୱିଗୁଣିତ ହୋଇ ୪.୩ ପ୍ରତିଶତରେ ପହଞ୍ଚିଛିପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ ୨୦୨୫ ଆର୍ଥିକ ବର୍ଷର ପ୍ରଥମ ୮ ମାସରେ ୫୫.୬ ବିଲିୟନ ଡଲାରକୁ ବୃଦ୍ଧି ପାଇଛି, ଯାହାକି ୨୦୨୪ର ସମାନ ଅବଧିରେ ୪୭.୨ ବିଲିୟନ…
Read More...

ମୁରିବାହାଲ ଥାନା ପୁଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଛାତ୍ରଛାତ୍ରୀଙ୍କୁ ନେଇ ବିରାଟ ସଚେତନତା ପଦଯାତ୍ରା ଅନୁଷ୍ଠିତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପୁଲିସ ତଥା ମୁରିବାହାଲ ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡ଼ିଗ୍ରୀ ମହାବିଦ୍ୟାଳୟର ଏନଏସଏସ ବିଭାଗ,ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ତଥା…
Read More...