ଗ୍ରାମ ଭିତରେ ପଶି ଜଣେ ବ୍ୟକ୍ତିକୁ ଆକ୍ରମଣ କଲା ଜଙ୍ଗଲୀ ବରାହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜଙ୍ଗଲରେ ଖାଦ୍ୟ ଅଭାବ ଯୋଗୁଁ ଜନବସତି ମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଧଣ୍ଡାମୁଣ୍ଡା ଗ୍ରାମର ଭିତରକୁ ବନ୍ୟଜନ୍ତୁ ପ୍ରବେଶ କରି ଜଣେ ବ୍ୟକ୍ତିକୁ ଆକ୍ରମଣ କରିଥିବା ଜଣାପଡିଛି । ଆହତ…
Read More...

ଜାତୀୟ ସଡ଼କ ସୁରକ୍ଷା ମାସ ଉଦ୍‌ଯାପନ ସମାରୋହ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଆଂଚଳିକ ପରିବହନ, ପୋଲିସ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସଡକ ସୁରକ୍ଷା ଆଇନ୍, ନିୟମ ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାରେ ଜାନୁଆରୀ ମାସ ବ୍ୟାପି ସଡ଼କ ସୁରକ୍ଷା ମାସ ପାଳନ କରାଯାଇଥିଲା ।…
Read More...

ଅଖିଳ ଭାରତ କୃଷକ ସଭା ପକ୍ଷରୁ ରାଉରକେଲା ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ କାର୍ଯ୍ୟାଳୟ ଘେରାଉ

ରାଉରକେଲା, (ସସ୍ମିତା ପ୍ରଧାନ) : କଲୁଙ୍ଗା ଓ କୁଆଁରମୁଣ୍ଡା ଶିଳ୍ପାଞ୍ଚଳକୁ ପ୍ରଦୂଷଣ ମୁକ୍ତ କରିବା, ଆଞ୍ଚଳିକ ଅଧିକାରୀ ଓ ଅନ୍ୟ ଅଧିକାରୀଙ୍କୁ ରାଉରକେଲା କାର୍ଯ୍ୟାଳୟରୁ ଅନ୍ୟତ୍ର ବଦଳି କରିବା, କଲୁଙ୍ଗା ରେଲୱେ ସାଇଡିଂରେ ହେଉଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ…
Read More...

ପ୍ରଧାନଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ବାରିକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଫୁଲ୍ଲ କୁମାର ବାରିକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଓ ଲାୟନ୍ସ କ୍ଲବ ରାଉରକେଲା ବେଦବ୍ୟାସ ଗ୍ରେଟରର ମିଳିତ ଆନୁକୂଲ୍ୟ ତଥା ବରିଷ୍ଠ…
Read More...

ଫେବୃଆରୀ ୧ରୁ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଓ ଖାଦ୍ୟମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ, ଓରମାସ, ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ପ୍ରଶାସନ ସୁନ୍ଦରଗଡର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆସନ୍ତା ୧ରୁ ୭ ଫେବୃଆରୀ ପର୍ଯ୍ୟନ୍ତ ଭଞ୍ଜଭବନ ନିକଟସ୍ଥ…
Read More...

ସଡ଼କ ସୁରକ୍ଷା ସପ୍ତାହ ପ୍ରତିଯୋଗିତାରେ ଯେନିଥ ସ୍କୁଲ ଛାତ୍ରଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସଡ଼କ ପରିବହନ ଦ୍ୱାରା ଆୟୋଜିତ ସଡ଼କ ସୁରକ୍ଷା ସପ୍ତାହ ପାଳନ ବିଷୟରେ ଚିତ୍ରାଙ୍କନ ଓ ସ୍ଲୋଗାନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ପଦ୍ମପୁର ଯେନିଥ ଦ ଲାୟନ୍ସ ଗୁରୁକୁଳର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ସେଥି ମଧ୍ୟରୁ…
Read More...

ଡ଼ଃ.ସତ୍ୟବ୍ରତ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶିଳ୍ପ ସମ୍ପର୍କ ଏବଂ କର୍ମଚାରୀ ପରିଚାଳନା ବିଭାଗ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱ ବିଦ୍ୟାଳୟର IR & PM ବିଭାଗୀୟ ମୁଖ୍ୟ ଡ଼ଃ. ସତ୍ୟବ୍ରତ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

କଣ୍ଟାବାଞ୍ଜି ପୋଲିସ ଦ୍ୱାରା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଦାୟିତ୍ୱପୂର୍ଣ୍ଣ ଡ୍ରାଇଭିଂ ଅଭ୍ୟାସ ତଥା ଟ୍ରାଫିକ ନିୟମକୁ ପାଳନ କରିବା ପାଇଁ ପୋଲିସ ଷ୍ଟେସନ କଣ୍ଟାବାଞ୍ଜି ଏବଂ ମହିଳା କଲେଜ କଣ୍ଟାବାଞ୍ଜି ମିଳିତ ଭାବେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ସଡକ ନିରାପତ୍ତାର ଗୁରୁତ୍ୱ ଉପରେ…
Read More...

୨୦ତମ ଶ୍ରୀପାତାଳୀ ମହୋତ୍ସବ ଉଦ୍‌ଘାଟିତ

ଆଧ୍ୟାତ୍ମିକ-ସାଂସ୍କୃତିକ ମହାମିଳନର ମହୋତ୍ସବ ପାତଳୀ ମହୋତ୍ସବ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପବିତ୍ର ପୀଠ ଶ୍ରୀପାତାଳୀ କ୍ଷେତ୍ର କୋଟସମଲାଇରେ ୨୦ତମ ପାତାଳୀ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଅନ୍ୟା ଦାଶ ଯୋଗଦେଇ…
Read More...

ସକମା ତ୍ରିଦିବସିୟ କ୍ରୀକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନ କଲେ ନରସିଂହ

ଖେଳୁଆଡ ମନୋଭାବ କ୍ରୀଡା ସହ ଅଂଚଳର ସାମଗ୍ରିକ ବିକାଶ କରେ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାତୀୟ ସଂସ୍କୃତି ଜନମଙ୍ଗଳ କ୍ଲବ ସକମା ଆନୁକୁଲ୍ୟରେ ଏକ ତ୍ରିଦିବସିୟ କ୍ରୀକେଟ ପ୍ରତୋଯୋଗିତା ଉଦ୍‌ଘାଟନ ହୋଇଯାଇଛି । ପ୍ରତିଯୋଗିତାରେ ମୁଖ୍ୟ ଅତିଥିଭାବେ ପୂର୍ବତନ ମନ୍ତ୍ରୀ ନରସିଂହ…
Read More...