ଖପ୍ରାଖୋଲ ପୋଲିସର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପକ୍ଷରୁ ଥାନା ଅଧିକାରୀ ନରେନ୍ଦ୍ର ଛତ୍ରଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଧଣ୍ଡାମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି । ସରକାରୀ ଜବାହାରଲାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ,…
Read More...

କଲ୍ୟାଣପୁର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚାଲିଥିବା ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ତୃପ୍ତିମୟୀ ପରିଡାଙ୍କ…
Read More...

ଉପମୁଖ୍ୟମନ୍ତ୍ରୀଙ୍କ ଉପରେ ୨ ହଜାର ଟଙ୍କା ଜରିମାନା କଲେ ହାଇକୋର୍ଟ

କଟକ : ପାଟଣାଗଡ଼ ବିଧାନସଭା ନିର୍ବାଚନ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପାଟଣାଗଡ଼ ବିଧାନସଭା ନିର୍ବାଚନ ମାମଲାରେ ଧାର୍ଯ୍ୟ ସମୟ ମଧ୍ୟରେ ଜବାବ ଦାଖଲ କରିନପାରିବାରୁ ବିଧାୟକ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପରେ ହାଇକୋର୍ଟ ୨ହଜାର ଟଙ୍କା ଜରିମାନା କରିଛନ୍ତି ବୋଲି…
Read More...

ଶିକ୍ଷୟିତ୍ରୀ ପ୍ରଜ୍ଞା ପ୍ରିୟଦର୍ଶନୀ ରାଜ୍ୟ ସ୍ତରରେ ଦ୍ଵିତୀୟ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭଟାଙ୍ଗପଦର ସରକାରୀ ଉଚ୍ଚ ଵିଦ୍ୟାଳୟର ଶିକ୍ଷୟିତ୍ରୀ ପ୍ରଜ୍ଞା ପ୍ରିୟଦର୍ଶନୀ ଶତପଥୀ ରାଜ୍ୟ ସ୍ତରୀୟ କଳା ଉତ୍ସବ ସମୃଦ୍ଧି ପ୍ରତିଯୋଗିତାରେ ଦ୍ଵିତୀୟ ହୋଇ ଜିଲ୍ଲାର ଗୌରବ ବଢ଼ାଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା…
Read More...

ଜିଲ୍ଲା ଯକ୍ଷ୍ମା ନିରାକରଣ ବିଭାଗ ପକ୍ଷରୁ ସଚେତନତା ରାଲି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ କଣମଣା ପଞ୍ଚାୟତର ମାଟିଖାଲ ଛକ ଠାରୁ କଣମଣା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଜିଲ୍ଲା ଯକ୍ଷ୍ମା ନିରାକରଣ ବିଭାଗ ପକ୍ଷରୁ ଆମ ଦେଶକୁ ଟି.ବି. ମୁକ୍ତ କରିବା ନେଇ ଏକ ସଚେତନତା ରାଲି ବାହାରିଥିଲା । ଛତ୍ରପୁର…
Read More...

ମହାତ୍ମା ଗାନ୍ଧୀଙ୍କ ଶହୀଦ ଦିବସ ଅବସରରେ ସିପିଆଇଏମ୍ ପକ୍ଷରୁ ସଦଭାବନା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ୩୦ ଜାନୁୟାରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶହୀଦ ଅବସରରେ ସିପିଆଇଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ସହରର ଆମ୍ବାଗାନ ସ୍ଥିତି ପାର୍କ ଓ ପାନପୋଷ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବା ସହିତ ପାର୍ଟି କେନ୍ଦ୍ର…
Read More...

ଗାନ୍ଧୀ ଫାଉଣ୍ଡେସନ ତରଫରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଗାନ୍ଧୀ ଫାଉଣ୍ଡେସନ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଅନୁଷ୍ଠାନର ଭଗବତୀ ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ଡ଼ଃ ସୁମନ ଦତ୍ତ, ବରସୁଆଁ ପ୍ରଗତି ଅନୁଷ୍ଠାନର…
Read More...

ହମିରପୁର ନିଃଶୁଳ୍କ ଯୋଗ କେନ୍ଦ୍ରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ନିଃଶୁଳ୍କ ଯୋଗ କେନ୍ଦ୍ରର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଯୋଗ ଗୁରୁ ଆରତୀ କରଙ୍କ ଆବାହକିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ଗୁରୁ ନରେନ୍ଦ୍ର ବେହେରା, ଗୁରୁ ଗଙ୍ଗାଧର ଦାଶ, ମହିଳା ଜିଲ୍ଲା ପ୍ରଭାରୀ ତଥା ରାଜ୍ୟ…
Read More...

ଗଜବନ୍ଧ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର କୁମାର ପୁରୋହିତଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ…
Read More...

ଇଚ୍ଛାପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଆଦିବାସୀ ହରିଜନ ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ଇଚ୍ଛାପୁର ଆଶ୍ରମ ବିଦ୍ୟାଳୟ ଠାରେ ବିଦ୍ୟାଳୟର ପ୍ରଧାନସେବକ ମୋହନ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଇଯାଇଛି । ଏହି ଉତ୍ସବରେ ଡୁଙ୍ଗୁରିପାଲି ଗୋଷ୍ଠୀ…
Read More...