ଯୋଗାଣ ମନ୍ତ୍ରୀଙ୍କ ଖରିଫ ଧାନ ସଂଗ୍ରହ ସମୀକ୍ଷା ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଆସି ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୨୦୨୪- ୨୫ ଖରିଫ ଧାନ…
Read More...

ଉତ୍ସବ ମୁଖର ଭାବେ କରପଡା ଗ୍ରାମରେ ଭାଗବତ ସପ୍ତାହର ଉଦ୍‌ଯାପନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ଭବ୍ୟ ସମ୍ଭାର ସହକାରେ ଭାଗବତ ସପ୍ତାହ ସମାହିତ ହୋଇଯାଇଛି । ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ମୁଖ୍ୟ ପ୍ରବକ୍ତା ଭାବେ ଶ୍ରୀକୃଷ୍ଣ ଚୈତନ୍ୟ ମିଶନର ଆଚାର୍ଯ୍ୟ ତଥା ଗୁରୁ ତ୍ରିଦଣ୍ଡି ସ୍ୱାମୀ ଶ୍ରୀମଦ…
Read More...

ବାର୍ଷିକ ଉତ୍ସବରେ ଯୋଗଦେଲେ ବିଧାୟକ

ସଇଁତଲା, (ଖୁସିରାନୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ କେରମେଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ସରୋଜ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ…
Read More...

ଲେବଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ଗ୍ରାମରେ ଥିବା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ…
Read More...

ମୁରିବାହାଲ ବିଇଓ ଅଫିସର ଆକାଉଣ୍ଟାଣ୍ଟ ଓ ଏମ୍‌ଆଇଏସ କମ ପ୍ଲାନିଙ୍ଗ କୋଅର୍ଡିନେଟର ମାନଙ୍କର କାର୍ଯ୍ୟବନ୍ଦ ଆନ୍ଦୋଳନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବିଇଓ ଅଫିସର ଆକାଉଣ୍ଟାଣ୍ଟ ଓ ଏମ୍‌ଆଇଏସ କମ ପ୍ଲାନିଙ୍ଗ କୋଅର୍ଡିନେଟର ମାନଙ୍କର ମିଳିତ ରାଜ୍ୟ ସଂଘର ଆହ୍ୱାନକ୍ରମେ ଚଳିତ ମାସ ୨୯ ତାରିଖଠାରୁ ସେମାନଙ୍କ ଦାବି ପୁରଣ ନ ହେବା ପର୍ଯ୍ୟନ୍ତ ଭୁବନେଶ୍ୱର ଲୋୟର ପିଏମ୍‌ଜିଠାରେ ଅନିର୍ଦ୍ଦିଷ୍ଟ କାଳ…
Read More...

ପ୍ଲାଷ୍ଟିକ ମୁକ୍ତ ହେବ ହରିଶଙ୍କର

ଯୁବ କୁଲୁତା ସମାଜର ନିଆରା ପ୍ରୟାସ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଆଜି ଓଡିଶାର ଅନ୍ୟତମ ପର୍ଯ୍ୟଟନ ସ୍ଥଳି ହରିଶଙ୍କର ଠାରେ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ହରିଶଙ୍କରର ଏକ ପର୍ଯ୍ୟଟନ ସ୍ଥଳି ହୋଇଥିବାରୁ ହଜାର ହଜାର…
Read More...

ଗାନ୍ଧିଜୀଙ୍କ ମହାପ୍ରୟାଣ ଦିବସ

ଅହିଂସା ମାର୍ଗ ହିଁ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କରିପାରିବ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଗାନ୍ଧୀ ଭବନ ସମ୍ମୁଖରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିଠାରେ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ଏଠାରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଦୀପ…
Read More...

୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ସଶକ୍ତିକରଣ ଏବଂ ରାଷ୍ଟ୍ର ଜାଗରଣ ଅଭିଯାନ ଉପଲକ୍ଷେ ୪ ଦିନ ବ୍ୟାପି ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ସେକ୍ଟର ୨ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ୪ ଦିନିଆ କାର୍ଯ୍ୟକ୍ରମରେ ଉଦିତ ନଗର ରାଧାକୃଷ୍ଣ ମନ୍ଦିରରୁ ଗାୟତ୍ରୀ…
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ସିଭିକ୍ ସେଣ୍ଟର ପ୍ରାଙ୍ଗଣରେ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଏବଂ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧା…
Read More...

ମହାତ୍ମା ଗାନ୍ଧୀଙ୍କ ପୂଣ୍ୟତିଥିରେ ବିଜେପି ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଜାତିର ଜନକ ମହାତ୍ମା ଗାନ୍ଧୀଜୀଙ୍କ ପୁଣ୍ୟତିଥି ଅବସରରେ ଆଜି ସ୍ୱଚ୍ଛ ଭାରତ ଅଭିଯାନ ରାଉରକେଲାର ସେକ୍ଟର ୩ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିସର ଓ ତତ୍ ସଂଲଗ୍ନ ପରିସରରେ ବିଜେପି ଜିଲ୍ଲା ତରଫରୁ କରାଯାଇଥିଲା । ରଘୁନାଥପଲ୍ଲୀ ବିଧାୟକ ଏହି…
Read More...