ଡିଏଭି ସ୍କୁଲରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଡିଏଭି ପବ୍ଲିକ ସ୍କୁଲ ବାସନ୍ତୀ ନଗରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଲୋକନାଥ ପ୍ରଧାନ ଓ ସହ ସଂଯୋଜକ ବିଜୟ କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀ ମାନଙ୍କ ପ୍ୟାରେଡ଼, ଜୁମ୍ବା ନାଚ, ମାସ୍ ଡ୍ରିଲ୍,!-->…
Read More...
Read More...