ମୁରିବାହାଲ ବ୍ଲକ ଅଞ୍ଚଳରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ସବୁଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହର ସହ ପାଳିତ ହୋଇଯାଇଛି । ନିଜ ନିଜ କାର୍ଯ୍ୟଲୟରେ ଦିବସକୁ ପାଳନ କରିବା ପରେ…
Read More...

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କର ଐତିହାସିକ ଦ୍ୱିତୀୟ ପାଳି ପାଇଁ ଅଭିନନ୍ଦନ ଜଣାଇଲେ…

ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସନୀୟ ଭାଗିଦାରୀ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ । ଆମ ଲୋକଙ୍କ କଲ୍ୟାଣ ଏବଂ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ଦିଗରେ ଆମେ ଏକାଠି କାମ କରିବୁ : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡୋନାଲ୍ଡ…
Read More...

ଦ୍ୱିତୀୟ ଦିବସରେ ଢୁଲୁସର ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଜେଏଫ୍‌ଏ ଢୁଲୁସର ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଢୁଲୁସର ଖେଳପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ୍‌ ତରଫରୁ ଅନୁଷ୍ଠିତ ବିନୋଦ ସ୍ମାରକୀ ଫୁଟବଲ ଦ୍ୱିତୀୟ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ ଜେଏଫ୍‌ଏ ଢୁଲୁସର ବନାମ କୋଷ୍ଠାଲ…
Read More...

ସରକାରୀ ଆୟୁର୍ବେଦିକ କଲେଜର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ସୌମ୍ୟାଶ୍ରୀଙ୍କୁ ଡା. ସୁଶୀଲ କୁମାର ମେହେର ସ୍ମାରକୀ ସ୍ୱର୍ଣ୍ଣପଦକ ଏବଂ ସନ୍ଦୀପଙ୍କୁ ଶ୍ରେଷ୍ଠ ଛାତ୍ର ସଂଘ ସଦସ୍ୟ ସମ୍ମାନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୁଇ ଦିନ ଧରି ଚାଲିଥିବା ସରକାରୀ ଆୟୁର୍ବେଦିକ କଲେଜର ବାର୍ଷିକ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ…
Read More...

ଟିଟିଲାଗଡ଼ ମହାଶିବରାତ୍ରି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ର ମହାଶିବରାତ୍ରି ମେଳା ଆୟୋଜନ ପାଇଁ କମିଟି ସଭାପତି ତଥା ଉପଜିଲ୍ଲାପାଳ ରେହାନ ଖତ୍ରିଙ୍କ ସଭାପତିତ୍ୱରେ ସ୍ଥାନୀୟ ବାଳକ ହାଇସ୍କୁଲ ସମ୍ମିଳନୀ କକ୍ଷରେ ମହାଶିବରାତ୍ରି ମେଳା ପାଇଁ ପ୍ରସ୍ତୁତି ବୈଠକ…
Read More...

ଗୁରୁଣ୍ଡାରେ ଆଜାଦ ଚନ୍ଦ୍ର ଶେଖର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ତେନ୍ତୁଳିମୁଣ୍ଡାକୁ ପରାସ୍ତ କରି ଟିକ୍ରାପଡା ଦଳ ବିଜୟୀ ବଙ୍ଗୋମୁଣ୍ଡା, (ଅଜୁର୍ନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ଗୁରୁଣ୍ଡା ଗ୍ରାମରେ ଆଜାଦ ଚନ୍ଦ୍ର ଶେଖର ଯୁବକ ସଂଘ ପକ୍ଷରୁ ୩ୟ ବର୍ଷ ଆଜାଦ ଚନ୍ଦ୍ର ଶେଖର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ…
Read More...

କାଠ ମାଫିଆଙ୍କ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ସଇଁତଲା, (ଲକ୍ଷ୍ମୀକାନ୍ତ ସାହୁ) : ଖଇର ଓ କେନ୍ଦୁ କାଠ ଜବତ କରିବା ପାଇଁ ଯାଇଥିବା ବେଳେ ବନବିଭାଗ କର୍ମଚାରୀଙ୍କୁ ଆକ୍ରମଣ କଲେ କାଠ ମାଫିଆ । ବଲାଙ୍ଗିର ଜିଲ୍ଲା ସଇଁତଲା ବନାଞ୍ଚଳରେ କାଠ ମାଫିଆମାନେ ଖଇର ଓ କେନ୍ଦୁକାଠ ବ୍ୟାପକ ଚୋରାଚାଲାଣ କରୁଥିବା ବିଭିନ୍ନ ସମୟରେ ଅଭିଯୋଗ ସାମ୍ନାକୁ…
Read More...

ପୃଥ୍ୱୀରାଜ ହାଇସ୍କୁଲ ବଲାଙ୍ଗିର ୧୯୭୭ ବ୍ୟାଚ୍‌ ସାମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍‌ ସମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବଲାଙ୍ଗିର ସହର ସ୍ଥିତ ବହୁ ପୁରାତନ ଦଳଗଞ୍ଜନ…
Read More...

ଆଦର୍ଶ ଶିକ୍ଷକ ସ୍ୱର୍ଗତ ରାଧାଗୋବିନ୍ଦ ଦେଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ସ୍ମୃତି ସଭା

ଭୋଗରାଇ, (ଶିବ ନାରାୟଣ ପାତ୍ର) : 'ଜୀବନ ନିର୍ମାଣର ଆଦ୍ୟ ପର୍ବ ପ୍ରାଥମିକ ଶିକ୍ଷା ନିର୍ଦ୍ଧାରଣ କରେ ପ୍ରତି ବ୍ୟକ୍ତିର ଭବିଷ୍ୟତ' ବୋଲି ଆଜି ଗୁରୁଣାଂ ଗୁରୁ ଆଦର୍ଶ ଶିକ୍ଷକ ସ୍ୱର୍ଗତ ରାଧା ଗୋବିନ୍ଦ ଦେଙ୍କ ପ୍ରଥମ ବାର୍ଷିକୀ ସ୍ମୃତି ସଭା ଓ ମହୋତ୍ସବରେ ଯୋଗଦେଇଥିବା ଅତିଥିମାନେ ମତବ୍ୟକ୍ତ…
Read More...

୬୫ଟି ଅଭିଯୋଗରେ ସରିଲା ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ବ୍ଲକ ସଭାଗୃହରେ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ…
Read More...