ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟ କଲେଜରେ ୭୬ତମ ଗଣତନ୍ତ୍ର ଦିବସ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟ କଲେଜ ପରିସରରେ ୭୬ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି । ମହାବିଦ୍ୟାଳୟର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା, ଉପଦେଷ୍ଟା ପିତବାସ ପଣ୍ଡା, ମନୋରଞ୍ଜନ୍ ସାହୁ ଯୋଗଦେଇଥିଲେ । ମୁଖ୍ୟ ଅତିଥି ବରିଷ୍ଟ!-->…
Read More...
Read More...