ମୁରିବାହାଲ ଡ଼ିଗ୍ରୀ କଲେଜରେ ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଗତ ଆଠଦିନ ଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ!-->…
Read More...
Read More...