ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳ ପର୍ଯ୍ୟାୟରେ ଦୁର୍ବାଦଳ ସାହୁ, ଥବିର ଦଣ୍ଡସେନା, ଦିନବନ୍ଧୁ ଦେହେରୀ, ସ୍ନିଗ୍ଧା ହାତୀ ପ୍ରମୁଖ ନେତାଜୀ ଓ…
Read More...

ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଡୁଡୁକାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଡୁଡୁକାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିନାରାୟଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଜୟନ୍ତୀ ସଭାରେ ଉଭୟ ବରପୁତ୍ରଙ୍କୁ ପୁଷ୍ପମାଲ୍ୟ…
Read More...

ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ନେତାଜୀ କ୍ଲବ୍ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । କ୍ଲବ୍ ପରିସରରେ ଆୟୋଜିତ ଉତ୍ସବରେ ସଭାପତି ସରୋଜ ପାଣିଗ୍ରାହୀ, ଜିଲ୍ଲା…
Read More...

କିରାଣୀ ରାଜେନ୍ଦ୍ର ମଲ୍ଲିକଙ୍କ ହୃଦଘାତରେ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ଗୌନ୍ତିଆ ବୁଢା ବିଦ୍ୟାପୀଠ ପଥର୍ଲାର କିରାଣୀ ରାଜେନ୍ଦ୍ର ମଲ୍ଲିକଙ୍କ (୫୯) ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ନିଲେନ୍ଦ୍ରୀ ମଲ୍ଲିକ, ପୁତ୍ର ତାପସ, ଝିଅ ମାନସୀ, ବନ୍ଧୁ ସ୍ୱାଧିନ ସାହୁ,…
Read More...

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ବୋଷ ଜୟନ୍ତୀ

ବରଗଡ଼, (କେପିଏନ୍‌ଏସ୍‌) : ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ଦେଶର ଦୁଇ ବରପୁତ୍ର ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ମାନସିକ ଅନାଗ୍ରସର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମେଘନାଦ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ…
Read More...

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ…
Read More...

ସରେଇକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସରେଇକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ‘ଫର୍ଟିଚିଉଡ଼୍‌’

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦଶମ ଶ୍ରେଣୀ ପରୀକ୍ଷା ପାଖେଇ ଆସୁଛି । ପରୀକ୍ଷ ସମୟ ହେଉଛି କୁନି ପିଲା ମାନଙ୍କ ପାଇଁ ସଂଶୟର ସମୟ । ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବା ପିଲା ମାନଙ୍କ ମନର ସଂଶୟ ଓ ପରୀକ୍ଷା ଭୟକୁ ଲାଘବ କରିବା ପାଇଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ…
Read More...

ଅଡାକଷା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, (ସୁଶୀଲ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରିବାଞ୍ଜି କ୍ଲଷ୍ଟର ଅଡାକଷା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନାରଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ…
Read More...

ପାଇକମାଲ ହାଇସ୍କୁଲରେ ମିଶନ୍-୧୦୦

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶନ ୧୦୦ର ୨ୟ ପର୍ଯ୍ୟାୟ ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜବୋଡାସମ୍ବର ବିଇଓ ଏହାକୁ ଉଦ୍‌ଘାଟନ କରିଥିଲେ । ପ୍ରଥମେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର…
Read More...