ବଲାଙ୍ଗିର ଲୋକ ସଂସ୍କୃତି ଥି ଘୁଡ୍‌କାର ଠାନ୍ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ସଂପାନ କମିଟି ସହ ଅଧ୍ୟକ୍ଷ ଅଚ୍ୟୁତ ପୁରୋହିତଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମାଁ ପାଟଣେଶ୍ୱରୀ ଓ ମାଁ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା କରି ଆଲୋଚକ ଡଃ. ପରମେଶ୍ୱର ମୁଣ୍ଡ, ଡଃ. ଲକ୍ଷ୍ମଣ ମେହେର, ଡଃ. ଘାସିରାମ ମିଶ୍ର, ଜଗଦାନନ୍ଦ…
Read More...

ମାଳିଶିରାର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା : ପ୍ରେମପ୍ରତାରକ ଯୁବକ ପୋକସୋ କୋର୍ଟ ଚାଲାଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ମାଳିଶିରା (ଜାନିପଡା)ଗ୍ରାମର ଜଣେ ୧୮ବର୍ଷୀୟା ଯୁବତୀଙ୍କୁ ପ୍ରେମ ଓ ପ୍ରତାରଣା ଅଭିଯୋଗରେ ସେହି ଗ୍ରାମର ଉପିନ ବାଗଙ୍କ ପୁଅ ଅରୁଣ ବାଗ(୨୭)ନାମକ ଜଣେ ପ୍ରେମ ପ୍ରତାରକ ଯୁବକଙ୍କୁ ପୁଲିସ ଗିରଫ କରି ପୋକସୋ କୋର୍ଟ…
Read More...

ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ଛାତ୍ରୀମାନଙ୍କ ନିମନ୍ତେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା, ଡ଼ଃ ସଦାଶିବ ମଲ୍ଲିକ, ଅଜିତ…
Read More...

ମାକ୍ରିପଡ଼ା ଗ୍ରାମରେ ନୂତନ ରୂପେ ସ୍ଵାମୀ ବିବେକାନନ୍ଦ ସେବା ସଂଘ ଗଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସୋମବାର ସଂଧ୍ୟା ୭ଟା ସମୟରେ ମାକ୍ରିପଡ଼ା ଗ୍ରାମରେ ଭୁଲେଶ୍ୱର ଛତରଙ୍କ ଅଧ୍ୟକ୍ଷତାରେ ସମାଜର କଲ୍ୟାଣ ନିମନ୍ତେ ଏକ ସଂଘ ଗଠନ କରାଯାଇଥିଲା । ଏହି ସଂଘରେ ନିଃସହାୟ ତଥା ଉଚିତ ବ୍ୟକ୍ତିଙ୍କୁ ଉଚିତ୍ ସେବା ଯୋଗାଇବା ପାଇଁ ନିଷ୍ପତି ନିଆଯାଇଥିଲା । ଏହି…
Read More...

ଲେବଡା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଏକାଦଶ ତଥା ଦ୍ୱାଦଶ ଶ୍ରେଣୀର ଛାତ୍ରୀମାନଙ୍କୁ ନେଇ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି ।…
Read More...

କୁଡ଼ାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡ଼ଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗତ ୭ ତାରିଖରୁ ଆରମ୍ଭ ହୋଇଥିବା ବାଳିକା ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…
Read More...

ଭୂତିଆରବାହାଲକୁ ବ୍ଲକ ମାନ୍ୟତା ଦାବି ନେଇ ସାଧାରଣ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଦିନ ଭୁତିଆରବାହାଲକୁ ବ୍ଲକ ମାନ୍ୟତା ଦାବୀ ନିମନ୍ତେ ଆବାହକ ଚିନ୍ତାମଣି ଚୌଧୁରୀଙ୍କ ଆହ୍ୱାନରେ ସ୍ଥାନୀୟ ଅଂଚଳର ନେତୃବୃନ୍ଦ, ସଚେତନ ନାଗରିକ, ବୁଦ୍ଧିଜୀବୀ ତଥା…
Read More...

ରାଜ୍ୟସ୍ତରୀୟ ମାଁ ପାଟଖଣ୍ଡା କପ୍ ଫୁଟବଲ୍ ପ୍ରତିଯୋଗିତା

ବଲାଙ୍ଗିରକୁ ୩ - ୦ରେ ହରାଇଲା କଳାହାଣ୍ଡି ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଜରାସିଂହା ସ୍ଥିତ ଲାଲ ଜଗନ୍ନାଥ ପ୍ରସାଦ ମିନି ଷ୍ଟାଡିୟମରେ ବ୍ରଜେନ୍ଦ୍ର ନାରାୟଣ ଏଥଲେଟିକ ଏସୋସିଏସନ୍ (ବିଏନ୍‌ଏଏ) ଜରାସିଂହା ଆନୁକୂଲ୍ୟରେ ତୃତୀୟ ମାଁ ପାଟଖଣ୍ଡା କପ୍ ରାଜ୍ୟସ୍ତରୀୟ…
Read More...

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ : ବଙ୍ଗୋମୁଣ୍ଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳ ପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଏଥଲେଟିକ୍ସ ଏସୋସିଏସନ ବଙ୍ଗୋମୁଣ୍ଡା ପକ୍ଷରୁ ପ୍ରଥମ ବର୍ଷ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ତୃତୀୟ…
Read More...

ଜରାସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଦୀର୍ଘ ୮ ଦିନ ଧରି ହୋଇ ଆସୁଥିବା ପ୍ରଥମ ବର୍ଷ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ପ୍ରୋଗ୍ରାମ ଅଫିସର ରଞ୍ଜନ ପାଣିଗ୍ରାହୀଙ୍କ ପରିଚାଳନାରେ ଆୟୋଜିତ ଉଦ୍‌ଯାପନୀ…
Read More...