ଚାଷୀ ସମସ୍ୟାକୁ ନେଇ ନବ ନିର୍ମାଣ କୃଷକ ସଂଘର ବନ୍ଦ ଡାକରାକୁ ସମର୍ଥନ ଜଣାଇଲା କଂଗ୍ରେସ
ଟିଟିଲାଗଡ଼ରେ ଦୋକାନ ବଜାର ବନ୍ଦ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚାଷୀ ସମସ୍ୟା ସହିତ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଜି ଓଡିଶା ବନ୍ଦ ଡାକରା । ନବ ନିର୍ମାଣ କୃଷକ ସଙ୍ଗଠନକୁ ସମର୍ଥନ ଜଣାଇଲା କଂଗ୍ରେସ । ଆଜି ସାରା ଓଡ଼ିଶାରେ ବନ୍ଦ ଡାକରା ଦିଆଯାଇଛି, ଏହି ପରିପ୍ରେକ୍ଷୀରେ!-->!-->!-->…
Read More...
Read More...