ତେଲେନପାଲିରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତେଲେନପାଲି ଠାରେ ରବିବାର ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ୍ ମାଧ୍ୟମରେ ଏହାର ଉଦ୍‌ଘାଟନ
Read More...

ବିଶ୍ୱ ପରିବେଶ ଦିବସ ପାଳନ

ଜଙ୍ଗଲ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ଓ କର୍ତ୍ତଵ୍ୟ; ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟ ସ୍ଥିତ ସଭାଗୃହ ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ବନଖଣ୍ଡ ଅଧିକାରୀ
Read More...

ପ୍ରଧାନଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ କର୍ମନିଷ୍ଠା ଓ ସମର୍ପଣ ଅନ୍ୟମାନଙ୍କ ପାଇଁ ଉଦାହରଣ

ବଲାଙ୍ଗିର, (ରାଜ କିଶୋର ତ୍ରିପାଠୀ) : ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ ଅବସରରେ ବିଦ୍ୟାଳୟ ପରିସରରେ ଏକ ଭବ୍ୟ ସମ୍ବର୍ଦ୍ଧନା ଓ ବିଦାୟକାଳୀନ ସଭା ଆୟୋଜିତ ହୋଇଥିଲା । ଦୀର୍ଘ ବର୍ଷ ଧରି ଶିକ୍ଷା କ୍ଷେତ୍ରରେ ନିଷ୍ଠା, ଦାୟିତ୍ୱବୋଧ ଓ
Read More...

ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ଦ୍ୱାରସେନୀ ମନ୍ଦିର ପଡା

କଂକ୍ରିଟ ରାସ୍ତା ଓ ଷ୍ଟ୍ରିଟ ଲାଇଟ ସାତସପନଜନ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କରିଥିଲେ ମଧ୍ୟ ଫଳ ଶୂନ ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ନେଇ ଡିଣ୍ଡିମ ପିଟୁଥିବା ବେଳେ
Read More...

ବଲାଙ୍ଗିର ସହରରେ ନିଶା କାରବାର ବିରୋଧରେ ପୋଲିସର ବଡ଼ ସଫଳତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ନିଶା କାରବାର ବିରୋଧରେ ପୋଲିସକୁ ମିଳିଛି ବଡ଼ ସଫଳତା । ସହରର ସ୍ମାର୍ଟ ପାର୍କ ନିକଟସ୍ଥ ବାଇପାସ ରାସ୍ତାରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର କଫ ସିରପ ଜବତ କରିଛି । ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଏକ ସମ୍ବଲପୁର ନମ୍ବର
Read More...

ରାଣୀପୁର ଝରିଆଲ ପୀଠରେ ନୂତନ ଜାତୀୟ ପତାକା : ପ୍ରଶାସନିକ ପଦକ୍ଷେପକୁ ସାଧୁବାଦ

​ବଲାଙ୍ଗିର, (କେପିଏନ୍‌ଏସ୍‌) : ଐତିହାସିକ ତଥା ପର୍ଯ୍ୟଟନ କ୍ଷେତ୍ର ରାଣୀପୁର ଝରିଆଲ ସ୍ଥିତ ଯୋଗିନୀ ପୀଠରେ ଦୀର୍ଘ ଦିନ ଧରି ଚିରି ଯାଇଥିବା ଜାତୀୟ ପତାକାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ଏହି ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଯୁବ ଆଦିବାସୀ ନେତା ତଥା କୋଶଳ
Read More...

କୋଶଲି ସାହିତ୍ୟ ଆସର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : କୋଶଲି ଭାଷା ସୁରକ୍ଷା ସମିତି ଆନୁକୂଲ୍ୟରେ "ଗାଆଁ ଗାଆଁରେ କୋଶଲି" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସତୀଘାଟ ଗ୍ରାମରେ ଏକ ନିରାଡମ୍ବର ସାହିତ୍ୟ ସଭା କରାଯାଇ କୋଶଲି ଭାଷାର ପ୍ରତିଷ୍ଠା ପାଇଁ ବକ୍ତାଗଣ ଆହ୍ୱାନ ଦେଇଥିଲେ ।
Read More...

ପ୍ରଥମ ଅନନ୍ତ ସାହୁ ସ୍ମାରକୀ ସର୍କିଲ କ୍ରିକେଟ ପ୍ରତିଯୋଗିତା

ମୁରସିଂହ, ବାଦିଗୋର୍, ବିରାଟକାନୀ ଓ ଦେଓଗାଁ ପ୍ରିନ୍ସ ଫାଇଟର ସେମିରେ ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁର ବରିଷ୍ଠ ଓକିଲ ତଥା ସମାଜସେବୀ ଅନନ୍ତ ସାହୁଙ୍କ ସ୍ମୃତିରେ ରାତ୍ରିକାଳୀନ ପ୍ରଥମ ବର୍ଷ ସର୍କିଲ କ୍ରିକେଟ ପ୍ରତିଯୋଗିତା ଶୁକ୍ରବାର ଦିନରୁ ଆରମ୍ଭ ହୋଇଯାଇଛି । ଏହି
Read More...

ହଳଦୀର ସରକାରୀ ଜାଗାରେ ଘର କରିଥିବା ଗରିବଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ଦାବିରେ ତହସିଲଦାରଙ୍କୁ ଦାବିପତ୍ର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସଦର ଗ୍ରାମର ଶତାଧିକ ଗରିବ ଓ ନିମ୍ନ ମଧ୍ୟବିତ୍ତ ପରିବାର ଦୀର୍ଘ ୬୦ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ସରକାରୀ ଜାଗାରେ ଘର କରି ରହିଆସୁଛନ୍ତି । ସେମାନଙ୍କୁ ସ୍ଥାୟୀ ଘରଡିହ ପଟ୍ଟା ପ୍ରଦାନ ଦାବିରେ
Read More...

ଶୁଭମ କେ-ମାର୍ଟରେ ବଡ଼ ଚଢ଼ାଉ : ୧ କ୍ୱିଣ୍ଟାଲରୁ ଅଧିକ ନିଷିଦ୍ଧ ପ୍ଲାଷ୍ଟିକ ଜବତ, ୨୫ ହଜାର ଟଙ୍କା ଜରିମାନା

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବା ଲକ୍ଷ୍ୟରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶକ୍ରମେ ପିଙ୍କ ଏସ୍‌ୟୁପି ଟିମ୍ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଅଧୀନରେ ଶୁଭମ କେ ମାର୍ଟ (ଏମ୍.ବି. ମଲ୍ )ରେ ଏକ ବ୍ୟାପକ ଧରଣର ଚଢ଼ାଉ
Read More...