ଭୁତିଆର ବାହାଲ ଚାମ୍ପିଅନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁତିଆର୍ ବାହାଲ ହାଇସ୍କୁଲ ଖେଳ ପଡ଼ିଆରେ ୧୯ ବର୍ଷରୁ କମ୍‌ କ୍ରିକେଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୧୬ ଟି ଦଳ ଅଂଶ୍ରହଣ କରିଥିଲେ । ଫାଇନାଲ ଖେଳ ଭୁତିଆର ବାହାଲ୍ ଓ କୁଟୁମଡୋଳା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଭୁତିଆର ଵାହାଲ ପ୍ରଥମେ
Read More...

ଚାରପାଲିରେ ଜାତୀୟ ସେବା ଯୋଜନା ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପକ୍ଷରୁ ପୋଷ୍ୟ ଗ୍ରାମ ଚାରପାଲିଠାରେ ଅନୁଷ୍ଠିତ ସପ୍ତଦିବସୀୟ ଜାତୀୟ ସେବା ଯୋଜନା ଶୀତକାଳୀନ ସ୍ୱତନ୍ତ୍ର ଶିବିର ଆଜି ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଦିବସର ପ୍ରାରମ୍ଭରେ ପତାକା ଉତ୍ତୋଳନ, ଯୋଗାଭ୍ୟାସ ଓ ପରିସର
Read More...

ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ୨୭ ଜାନୁୟାରୀ ୨୦୨୬ ଠାରୁ ୦୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ବଲାଙ୍ଗିର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟକୁ ମହାରାଜା
Read More...

ଶୁଣିଲାନି ପ୍ରଶାସନ, ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡ଼ା ପଞ୍ଚାୟତର ଦେଉଳବାଡ଼ି ଗ୍ରାମ ସଂଯୋଗ କରୁଥବା ମାଟି ରାସ୍ତା ଶୋଚନୀୟ ହୋଇପଡ଼ିଥିବାରୁ ପ୍ରଶାସନକୁ ବାରମ୍ବାର ଗୁହାରି କରିଥିଲେ ଗ୍ରାମବାସୀ । ପ୍ରଶାସନ ଗୁହାରି ଶୁଣି ନଥିବା ବେଳେ
Read More...

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଉପଖଣ୍ଡ
Read More...

୧୬ ତମ ଜାତୀୟ ମତଦାତା ଦିବସ ପାଳିତ : ଶପଥ ନେଲେ ଶତାଧିକ ଜନସାଧାରଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ
Read More...

ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ

ନୂଆ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ସମାହିତ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଆଠବର୍ଷ ପୁରୁଣା ସେବା ପାଇଁ ଜଣାଶୁଣା ସଂଗଠନ ବଲାଙ୍ଗିର ସ୍ଵେଚ୍ଛାସେବୀ ସଙ୍ଗଠନର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରତାପ ସାଗର ପଡ଼ା ସାଇ ମନ୍ଦିର ନିକଟରେ ଏହି ବୈଠକ
Read More...

କୋଶଳାଞ୍ଚଳ ଚାଷୀ ସମସ୍ୟାର ଏକମାତ୍ର ସମାଧାନର ରାସ୍ତା କୋଶଳ ରାଜ୍ୟ ଗଠନ- ପ୍ରମୋଦ ମିଶ୍ର

ଚାଷୀ ଆନ୍ଦୋଳନକୁ କୋଶଳ ଆନ୍ଦୋଳନର ସମର୍ଥନ ଘୋଷଣା ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂପ୍ରତି ଧାନ ମଣ୍ଡି ସମସ୍ୟା ଓ ଧାନର ଅଭାବୀ ବିକ୍ରୀ ସମସ୍ୟାକୁ ନେଇ ସମଗ୍ର ରାଜ୍ୟରେ ଚାଷୀ ଅସନ୍ତୋଷ ଦେଖାଦେଇଛି । ବିଶେଷ କରି ଏହି ସମସ୍ୟା କୋଶଳାଞ୍ଚଳରେ ବେଶୀ ଉତ୍କଟ ଆକାରରେ ଛାଲିଛି । ଟୋକନ
Read More...

୨୮ ତାରିଖ ମହାବନ୍ଦ ଡାକରା

ଜିଲ୍ଲା କୃଷକ ସଂଘର ସମ୍ପୂର୍ଣ୍ଣ ସମର୍ଥନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚାଷୀକୁଳ ସମସ୍ୟା ଭିତରେ ଘେରି ରହିଛି । ସରକାର ଚାଷୀକୁଳକୁ ସେ ସମସ୍ୟାରୁ ଉଦ୍ଧାର କରିବା ପରିବର୍ତ୍ତେ ଆହୁରି ସମସ୍ୟା ଭିତରକୁ ଠେଲି ଦେଉଛନ୍ତି । ଚାଷୀ ଏ ସବୁ ସମସ୍ୟାକୁ ନେଇ ଆନ୍ଦୋଳନ କଲେ ତା' ଉପରେ
Read More...

ସୁଦପଡ଼ା ଠାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ତାରିଖ ୨୪ ଜାନୁୟାରୀ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ରାଜେନ୍ଦ୍ର ଯୁବକ ସଂଘ ତରଫରୁ ଏକ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ସୁଦପଡ଼ା ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ
Read More...