ତୃତୀୟ ବେଣୁଧର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ‌ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଚନ୍ଦନଭାଟି ଖେଳ ପଡିଆ ଠାରେ ବଡ଼ ଧୁମ୍‌ଧାମ୍‌ରେ ତୃତୀୟ ବେଣୁଧର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ‌ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିବା ବେଳେ…
Read More...

ପଶ୍ଚିମ ଓଡିଶା ମହିଳା ସଂଗଠନ ପକ୍ଷରୁ ମାତା ସାବିତ୍ରୀବାଇ ଫୁଲେ ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ମହାବିଦ୍ୟାଳୟ ପରିସର ପଶ୍ଚିମ ଓଡିଶା ମହିଳା ସଂଗଠନ ବଲାଙ୍ଗିରଙ୍କ ଆନୁକୁଲ୍ୟରେ ଜ୍ଞାନଜ୍ୟୋତି ମାତା ସାବିତ୍ରିବାଇ ଫୁଲେଙ୍କ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅଧ୍ୟକ୍ଷ…
Read More...

ନୀତି ଆୟୋଗ ସଚିବଙ୍କ ଆଦର୍ଶ ସକଟା ଗ୍ରାମକୁ ପରିଦର୍ଶନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ମୁନିଗୁଡ଼ା ବ୍ଲକ ମୁନିଖୋଲ ଗ୍ରାମ ପଞ୍ଚାୟତର ଆଦର୍ଶ ସକଟା ଗ୍ରାମରେ କେନ୍ଦ୍ର ନୀତି ଆୟୋଗ ଯୁଗ୍ମ ସଚିବ କେ.ଏସ୍‌. ରେଜିମନ ପହଞ୍ଚି ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରଥମେ ସମସ୍ତ ପ୍ରଶାସନିକ ଅତିଥି ମାନଙ୍କୁ…
Read More...

ଜାନୁୟାରୀ ୩ୟ ସପ୍ତାହରେ ଆନ୍ତଃସ୍କୁଲ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଣ

ବଲାଙ୍ଗିର, (ଅର୍ଜୁନ କୁମାର ହଂସ) : ଚଳିତ ଜାନୁୟାରୀ ମାସ ତୃତୀୟ ସପ୍ତାହରୁ ଆନ୍ତଃସ୍କୁଲ କ୍ରିକେଟ୍‌ ଟୁର୍ଣ୍ଣାମେଶଣ୍ଣ ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହେବ । ଏହି କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଣରେ ଗୋଟିଏ ସ୍କୁଲର ସପ୍ତମ ଶ୍ରେଣୀର ୩ ଜଣ, ଅଷ୍ଟମ ଶ୍ରେଣୀର ୩ ଜଣ, ନବମଶ୍ରେଣୀର ୪ ଜଣ ଓ…
Read More...

ବଘଲାରେ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବଲାଙ୍ଗିର ଜିଲ୍ଲା ଚନ୍ଦନଭାଟି ପଞ୍ଚାୟତ ଅନ୍ତର୍ଗତ ବଘଲା ଗ୍ରାମରେ ଜୟ ଜଗନ୍ନାଥ କ୍ରିକେଟ କ୍ଲବ ପକ୍ଷରୁ ଏକ ଦିବସୀୟ ଟେନିସ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ୍ ୮ଟି ଦଳ ଅଂଶଗ୍ରହଣ…
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ଓ ଶିକ୍ଷକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର କ୍ଲଷ୍ଟର ସ୍ଥିତ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ଓ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୋସିୟା ଛତ୍ରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
Read More...

ନୌକାଚାଳନା ଓ ତୀରନ୍ଦାଜ ପ୍ରତିଯୋଗିତାରୁ ଆରମ୍ଭ ହୋଇଛି କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୂଆମୁଳ-ରାମପୁର ବ୍ଲକରେ ନୌକାଚାଳନା ଓ ତୀରଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫ ପାଇଁ ଇନ୍ଦ୍ରାବତୀ ଜଳ ଭଣ୍ଡାରର କେନ୍ଦୁଗୁଡା ଠାରେ…
Read More...

ସାଲେଭଟା ଚଣ୍ଡୀମନ୍ଦିର ଭଜନ ଓ ସତସଙ୍ଗ କାର୍ଯ୍ୟକ୍ରମ

ଆଗଲପୁର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ ସାଲେଭଟା ଚଣ୍ଡୀ ମନ୍ଦିର ସତ୍‌ସଙ୍ଗ ରୌପ୍ୟ ଜୟନ୍ତୀ ଉତ୍ସବର ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବ୨୦୦୦ ମସିହାରୁ ସାଲେଭଟା ଚଣ୍ଡୀ ମନ୍ଦିରରେ ମାସର ପ୍ରଥମ ରବିବାର ସତ୍‌ସଙ୍ଗ ସୁଧା ଆରମ୍ଭ ହୋଇଆସୁ ଥିବା ବେଳ ଏହାର…
Read More...

ମହତାବ ହାଇସ୍କୁଲ ୧୯୭୯ ବ୍ୟାଚ୍‌ର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ମହତାବ ହାଇସ୍କୁଲ, ଡେଲାଙ୍ଗ ୧୯୭୯ ମସିହା ମ୍ୟାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କର ଏକ ପାରିବାରିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର ବରୁଣେଇ ପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁଦୀର୍ଘ ୪୫ ବର୍ଷ ଅତିକ୍ରାନ୍ତ ହେବା ପରେ, ଜୀବନ ଅପରାହ୍ନର…
Read More...

କର୍ମକାଣ୍ଡି ପରିଷଦ ଗଠନ ଓ ଆଲୋଚନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ନୃସିଂହନାଥ ପୀଠରେ ଏକ କର୍ମକାଣ୍ଡି ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପାଇକମାଲ, ପଦ୍ମପୁର, ଝାରବନ୍ଧ, ସୋହେଲା ତଥା ବିଜେପୁରର ସଦସ୍ୟମାନେ ଯୋଗଦାନ କରି ବିଭିନ୍ନ ସମସ୍ୟା ଉପରେ…
Read More...