ଭୁବନେଶ୍ଵର ଠାରେ ଆୟୋଜିତ ସର୍ବ ଭାରତୀୟ କରାଟେ ପ୍ରତିଯୋଗିତାରେ ଟିଟିଲାଗଡ଼ ଛାତ୍ରଛାତ୍ରୀଙ୍କ କମାଲ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଡିସେମ୍ବର ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲ ଠାରେ ସହାନ ଡକ୍ଟର ହରିପ୍ରସାଦ ପଟ୍ଟନାୟକଙ୍କ ଆନୁକୂଲ୍ୟରେ ୧୪ତମ ସର୍ବ ଭାରତୀୟ କରାଟେ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବିଭିନ୍ନ…
Read More...

ବିଶାଲ ମେଗା ମାର୍ଟ ଖୋଲିବା ପରେ ଗ୍ରାହକଙ୍କ ଭିଡ ଯୋଗୁଁ ରାସ୍ତା ଜାମ୍‌

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରରେ ଗତ କାଲି ବିଧାୟକ ନବୀନ ଜୈନ ଉଦ୍‌ଘାଟନ କରିଥିଲେ ବିଶାଲ ମେଗା ମାର୍ଟ । ଉଦ୍‌ଘାଟନ ପର ଠାରୁ ଗ୍ରାହକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସଂଧ୍ୟା ସମୟରେ ଟ୍ରାଫିକ ଜାମ ଯୋଗୁଁ ପୋଲିସ ଆସି ସ୍ଥିତି ନିୟନ୍ତ୍ରଣ କରିଥିଲା । ଆଜି…
Read More...

ରାଜ୍ୟ ବ୍ରାହ୍ମଣ ମହାସଭାର କାର୍ଯ୍ୟକାରିଣୀ ବୈଠକ

ନରେନ୍ଦ୍ର କୁମାର ଆଚାର୍ଯ୍ୟ ହେଲେ ରାଜ୍ୟ ପର୍ଶୁରାମ ବାହିନୀର କାର୍ଯ୍ୟକାରୀ ସଭାପତି ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ଓଡିଶା ବ୍ରାହ୍ମଣ ମହାସଭାର ରାଜ୍ୟ କାର୍ଯ୍ୟକାରିଣୀ ସଭା ବୌଦ୍ଧ ଜିଲ୍ଲା ଜଗନ୍ନାଥ ମନ୍ଦିର ଠାରେ ରାଜ୍ୟ ସଭାପତି ମହନ୍ତ ପର୍ଶୁରାମ ଦାଶ ମହାରାଜଙ୍କ…
Read More...

ସର୍ବଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ୍ କପ୍ ଉଦ୍‌ଯାପିତ

କଣ୍ଟାବାଞ୍ଜିକୁ ହରାଇ ରାଞ୍ଚି ଚମ୍ପିୟାନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲା ଚନ୍ଦ୍ର ଶେଖର ମିନି ଷ୍ଟାଡିୟମରେ ଚାଲିଥିବା ୨୮ତମ ସର୍ବଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍ ଫାଇନାଲ ମ୍ୟାଚ୍‌ରେ କଣ୍ଟାବାଞ୍ଜିକୁ ୨୭…
Read More...

କବି ଭାରତ ମାଝୀଙ୍କୁ ଯୁଗଯାତ୍ରୀ ସୁବର୍ଣ୍ଣ ଜୟନ୍ତୀ ସାହିତ୍ୟ ସମ୍ମାନ

ଜାନୁଆରୀ ୪ ଓ ୫ରେ ଯୁଗଯାତ୍ରୀ ସାହିିତ୍ୟ ସଂସଦର ରାଜ୍ୟ ସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦର ରାଜ୍ୟ ସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଆସନ୍ତା ଜାନୁଆରୀ ୪ ଓ ୫ ଦୁଇଦିନ…
Read More...

କେନ୍ଦୁ ଗଛ ଚୋରି ଅଭିଯୋଗରେ ଜଣେ ଗିରଫ ଓ କୋର୍ଟ ଚାଲାଣ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତକାଲି ବିଶେଷ ସୂତ୍ରରୁ ଟିଟିଲାଗଡ ବନ୍ୟାଚଳ ଅଧିକାରୀ ଖବର ପାଇଥିଲେ ଯେ, ବର୍ଣେଇ ଜଙ୍ଗଲରୁ କେନ୍ଦୁ କାଠ କଟା ହେଉଛି ପରେ ବନ ବିଭାଗ ଷ୍ଟାଫମାନେ ବାଙ୍କେଲ ଗ୍ରାମ୍ୟ ପାଖ ବର୍ଣ୍ଣେଇ ଜଙ୍ଗଲକୁ ଯାଇ ଦେଖିଥିଲେ ୩ ଜଣ ଲୋକ କେନ୍ଦୁ ଗଛ କାଟୁଛନ୍ତି ଏବଂ…
Read More...

କିଶାନ କଂଗ୍ରେସର ଦେଓଗାଁର ବିଭନ୍ନ ମଣ୍ଡି ପରିଦର୍ଶନ

ଜିଲ୍ଲା ସାରା ଚାଲିଛି କଟନି ଛଟନି ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ କମିଟି ଅଧ୍ୟକ୍ଷ ସାନନ୍ଦ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ଦେଓଗାଁ ବ୍ଲକର ଜରାସିଂହା, କୁତୁର୍ଲା, ସାରସମାଲ…
Read More...

ଆଦ୍ୟାଶକ୍ତି ନାରୀ ସଂଗଠନର ପ୍ରତିଷ୍ଠା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନର ୧୪ତମ ପ୍ରତିଷ୍ଠା ଦିବସ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପାର୍ବଣରେ ସମାଜସେବୀ ଶାନ୍ତିଲତା ବହିଦାର ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ…
Read More...

ଝରିଆଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଝରିଆଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଭରଦ୍ୱାଜ ଗହୀରଙ୍କ ସଭାପତିତ୍ୱରେ…
Read More...

ବ୍ଲକ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହ ଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ…
Read More...