ଟିଟିଲାଗଡ ଓମ୍‌ ଭ୍ୟାଲି ସ୍କୁଲକୁ ମିଳିଲା ପ୍ରକୃତି ମିତ୍ର ଏବଂ ପ୍ରକୃତି ବନ୍ଧୁ ପୁରସ୍କାର

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଲାୟନ ଦୀପକ କୁମାର ସାହୁଙ୍କ ଦ୍ୱାରା ପ୍ରତିଷ୍ଠିତ ଟିଟିଲାଗଡ଼ ସହରର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିବିଏସ୍‌ଇ ଅନୁବନ୍ଧିତ ଆବାସିକ ବିଦ୍ୟାଳୟ, ଓମ୍ ଭ୍ୟାଲି ୫ /୬/ ୨୦୨୬ରେ ପରିବେଶ ସଂରକ୍ଷଣରେ ଉଲ୍ଲେଖନୀୟ ଅବଦାନ ପାଇଁ ବଲାଙ୍ଗିର ଜିଲ୍ଲା ବନ
Read More...

ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ବଲାଙ୍ଗିର ବନଖଣ୍ଡ ସମ୍ମିଳନୀ କକ୍ଷରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଥିଲା । ବଲାଙ୍ଗିର ବନଖଣ୍ଡ ଓ ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡିଶା ବଲାଙ୍ଗିର
Read More...

ଓଡ଼ିଶା କଳିଙ୍ଗ ଉତ୍କଳ ହେମାଳୀ ମହାସଂଘର ସାମ୍ବାଦିକ ସମ୍ମିଳନୀ

ଅତାବିରା, (ମୋହନ ସାହୁ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗୋଡ଼ଭଗାରେ ଓଡ଼ିଶା କଳିଙ୍ଗ ଉତ୍କଳ ହେମାଳୀ ମହାସଂଘର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରମିକମାନଙ୍କୁ ସରକାରଙ୍କ ଦ୍ୱାରା ମିଳୁଥିବା ସୁବିଧାରୁ ବଞ୍ଚିତ ହେଉଥିବାର ଅଭିଯୋଗ, ଠିକାଦାରଙ୍କ ଦ୍ୱାରା ଶୋଷଣ ହେଉଥିବା ଏପରି
Read More...

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ, ପାଚେର ଗ୍ରାମରେ ଶୋକର ଛାୟା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଗୁରୁବାର ଅପରାହ୍ନରେ ଖପ୍ରାଖୋଲ ଥାନା ଅନ୍ତର୍ଗତ ପଡ଼ିଆବାହାଲ ପଞ୍ଚାୟତର ପାଚେର ଗ୍ରାମରେ ଘଟିଥିବା ଏକ ଦୁଃଖଦ ଘଟଣା ସମଗ୍ର ଅଞ୍ଚଳକୁ ଶୋକାକୁଳ କରିଦେଇଛି । ବଜ୍ରାଘାତରେ ଜଣେ ମହିଳାଙ୍କ ଅକାଳ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ପାଚେର
Read More...

ପାଣି ପାଇଁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ କାର୍ଯ୍ୟାଳୟ ଘେରାଉ : ଦାବି ପୂରଣ ନ ହେଲେ ତୀବ୍ର ଆନ୍ଦୋଳନ ଚେତାବନୀ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକରେ ଦୀର୍ଘଦିନ ଧରି ଚାଲିଥିବା ଜଳ ସଙ୍କଟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ ଚରମ ସୀମାରେ ପହଞ୍ଚିଛି । ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ଦାବିରେ ଦେଓଗାଁ ବ୍ଲକବାସୀ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ମଣ୍ଡଳର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ
Read More...

ଏସ୍‌ଆଇଆର୍‌-୨୦୨୬ ସଚେତନତା ଅଭିଯାନ : ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମଗ୍ର ବାଲିଗୁଡ଼ା ଉପଖଣ୍ଡରେ ଚାଲିଥିବା ଏସ୍‌ଆଇଆର୍‌-୨୦୨୬ (Special Intensive Revision-2026) ସ୍ୱତନ୍ତ୍ର ସଂଘନ ସଂଶୋଧନ କାର୍ଯ୍ୟକ୍ରମକୁ ସଫଳ କରିବା ଲକ୍ଷ୍ୟରେ- ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ, ଏଇଇଆରଓ
Read More...

ଆଇ.ଟି.ଆଇ କଲେଜରେ ବୈଷୟୀକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଅବସ୍ଥିତ ଥିବା ଆଇ.ଟି.ଆଇ. କଲେଜରେ ଜିଲ୍ଳା ଶିଶୁ ସୁରକ୍ଷା ୟୁନିଟ ତରଫରୁ ବୈଷୟିକ ଶିକ୍ଷା ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ପରାମର୍ଶ ଶିବିରରେ ଜିଲ୍ଲା ଅବସରରେ ଆଇନ ପରିବେକ୍ଷକ ଅଧିକାରୀ ଦିଗମ୍ବର କର ସ୍ୱାଗତ ଭାଷଣ
Read More...

ବଲାଙ୍ଗିର ବନଖଣ୍ଡ ତରଫରୁ ପ୍ରକୃତି ବନ୍ଧୁ ପୁରସ୍କାର ପାଇଲେ ଖୋଲାନ ସରପଞ୍ଚ ନରେଶ ଅଗ୍ରୱାଲ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବିଶ୍ୱ ପରିବେଶ ଦିବସ–୨୦୨୬ ପାଳନ ଉପଲକ୍ଷେ ବଲାଙ୍ଗିର ଜିଲ୍ଲା ବନ ବିଭାଗ ପକ୍ଷରୁ ଚଳିତ ବର୍ଷ ପ୍ରକୃତି ବନ୍ଧୁ ଓ ପ୍ରକୃତି ମିତ୍ର ପୁରସ୍କାର–୨୦୨୬ ପ୍ରଦାନ ସମାରୋହ ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି। ପରିବେଶ ଅଧ୍ୟୟନ କେନ୍ଦ୍ରର ନିର୍ଦ୍ଦେଶକ, ବନ,
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହାୟତାରେ ଫେରିଲା ମୃତଦେହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୋସିଆଲ ମିଡିଆ “ଏକ୍ସ”ରେ ଜଣେ ଅସହାୟ ଓଡ଼ିଆ ପରିବାରର ଅନୁରୋଧ ପାଇବା ମାତ୍ରେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗଙ୍କ ତତ୍ପର ହସ୍ତକ୍ଷେପ ଫଳରେ ମୃତ ଦେହ ଓଡିଶା ଫେରିପାରିଛି । ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସିଲେଟପଡ଼ା ଗ୍ରାମର ୨୬
Read More...

ବରଗଡ଼ ରୋଡ଼ ରେଳଷ୍ଟେସନରେ ଜିଆର୍‌ପି ଥାନା ଖୋଲିବା ପାଇଁ ଦାବି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ନବାଗତ ବରଗଡ଼ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର ନାଥ ଶତପଥୀଙ୍କ ସହିତ ସାକ୍ଷାତ କରି ତାଙ୍କୁ ସ୍ୱାଗତ କରିବା ସହିତ ବରଗଡ଼ ରୋଡ଼ ରେଳଷ୍ଟେସନରେ ଜିଆର୍‌ପି ଥାନା ଖୋଲିବା ପାଇଁ ଏକ ଦାବିପତ୍ର ଦେଇଥିଲେ । ଏହି
Read More...