ପୁଝାରୀପାଲି ଗ୍ରାମରେ ପୋଲିସର ଜନସମ୍ପର୍କ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୋଲିସ ଉପଖଣ୍ଡର ଜଗଦଲପୁର ଥାନା ଅନ୍ତର୍ଗତ ପୁଝାରୀପାଲି ଗ୍ରାମ ଠାରେ ବରଗଡ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ନିର୍ଦ୍ଦେଶ କ୍ରମେ ପୋଲିସର ଏକ ଜନସମ୍ପର୍କ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ…
Read More...

ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବର୍ଣ୍ଣାଳୀର ସପ୍ତମ ବାର୍ଷିକୋତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବର୍ଣ୍ଣାଳୀର ସପ୍ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ବାସୁଦେବ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ଥିବା…
Read More...

ସ୍ୱେଚ୍ଛାସେବୀ ସଂଗଠନ “ମୁକ୍ତି”ର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ ସାମାଜିକ ସଂଗଠନ "ମୁକ୍ତି"ର ଶୁଭାରମ୍ଭ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିରର ବରିଷ୍ଠ ଆଇନଜୀବି ତଥା ବିଶିଷ୍ଟ ଆଇନଜ୍ଞ ଅମରେନ୍ଦ୍ର ମିଶ୍ର ଯୋଗଦେଇଥିଲେ । ସର୍ବ ପ୍ରଥମେ ସମ୍ବିଧାନ…
Read More...

ମାହେଶ୍ୱରୀ ସଂଗଠନ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନର ଲୋଇସିଂହା ଶାଖା ତରଫରୁ ଏକ ବିଶାଳ ସ୍ୱାସ୍ଥ୍ୟ ଶିବିର ସ୍ଥାନୀୟ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥା ସଂସଦୀୟ ବ୍ୟାପାର,…
Read More...

ଲୋଇସିଂହା ଶାରଳା ଶକ୍ତିପୀଠରେ ନାଗପୂଜା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତିପୀଠ ଠାରେ ୨ଦିନ ଧରି ଅନୁଷ୍ଠିତ ହୋଇଥିବା ନାଗପୂଜା ଉଦ୍‌ଯାପିତ ହୋଇଯାଇଛି । ପୀଠର ମୁଖ୍ୟ ପୃଷ୍ଠ ପୋଷକ ତଥା ଅଧ୍ୟକ୍ଷ ଦେବୀପୁତ୍ର ମୁରଲୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ନାଗ ବରଣ, ବେତ ବରଣ ତଥା ସନ୍ଧ୍ୟା…
Read More...

ପ୍ରେମ୍‌ ସଭାପତିଙ୍କ ଜୟନ୍ତୀ ସମାବେଶରେ ବିଭିନ୍ନ ବକ୍ତାଙ୍କ ଉଦବୋଧନ

ସମାଜର ଦଳିତ, ପତିତ ଜନତାଙ୍କ ତ୍ରାଣକର୍ତ୍ତା ଡ଼. ଜାକୋବ୍‌ ଥୁଣ୍ଡିଲ ମାଣ୍ଡିଆପଲ୍ଲୀ/ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଭାରତ ବର୍ଷର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପ୍ରେମର ପ୍ରତିଷ୍ଠାତା ସଭାପତି ଡ଼. ଜାକୋବ୍‌ ଥୁଣ୍ଡିଲ କେବଳ ଜଣେ ସମାଜସେବୀ ନୁହନ୍ତି ବରଂ ସମାଜର ଦଳିତ, ପତିତ ଜନତାଙ୍କ…
Read More...

ୟଙ୍ଗ୍‌ ବ୍ଲଡ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ସହରର ସୁପରିଚିତ ତଥା ପ୍ରଥମ ସି.ବି.ଏସ୍‌.ଇ ସ୍କୁଲରେ ୪୧ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବକୁ କେସିଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଉଦ୍‌ଘାଟନ କରିଥିଲା ବେଳେ ମୁଖ୍ୟ ଅତିଥିଭାବେ ସଦର ବିଧାୟକ ସାଗର ଚରଣ ଦାସ ଯୋଗ ଦାନ…
Read More...

ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ପ୍ରତି ଦେଇଥିବା ମନ୍ତ୍ୟବକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛି ଜିଲ୍ଲା ଦଳିତ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଂସଦ ଭବନରେ ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ପ୍ରତି ଦେଇଥିବା ମନ୍ତ୍ୟବକୁ ବିରୋଧ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଜିଲ୍ଲା ଦଳିତ ସମାଜ । ଜିଲ୍ଲା ଯୁବ ଦଳିତ ସମାଜର ଆକାଶ ସାଗର, ନିକେଶ କୁମ୍ଭାର, ଚିନୁ…
Read More...

ସଂଗଠନକୁ ସୁଦୃଢ କରିବା ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବିଜେପି କର୍ମୀଙ୍କୁ ପରାମର୍ଶ ଓ ଯାଦବ ଭବନ ଉଦ୍‌ଘାଟିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ବୁଢାଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ବିଜେପି କର୍ମୀମାନଙ୍କୁ ଏକ…
Read More...

ଜୁନାଗଡ ହାଇସ୍କୁଲରେ ପୁରସ୍କାର ବିତରଣୀ ଅନୁଷ୍ଠିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜୁନାଗଡ ସ୍ଥିତ ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଅବସରରେ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗ ଅଧ୍ୟକ୍ଷତା କରିଥିବା ବେଳେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ସମାଜସେବୀ ତଥା…
Read More...