ଜାତୀୟ ସ୍ତରରେ ଭାଗନେବା ପାଇଁ ଯୋଗ୍ୟ ବିବେଚିତ ହେଲେ ଶ୍ରୁତୀ କୁମ୍ଭାର

ବରପାଲି, (କେପିଏନ୍‌ଏସ୍‌) : ଗତ ତା-୧୮-୧୨-୨୦୨୪ ରୁ ତା-୨୦-୧୨-୨୦୨୪ ରିଖ ମଧ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ବରପାଲି ଠାରେ ଅନୁଷ୍ଠିତ ହୋଇଥିବା ୫୧ ତମ ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ରେ ସରକାରୀ ଉଚ୍ଚ ବିଦ୍ୟାଳୟ ବନାଇମୁଣ୍ଡା (ଏସ୍‌.ଏସ୍‌.ଡ଼ି)ର ବିଜ୍ଞାନ ଶିକ୍ଷକ…
Read More...

ଚାକିରି ସର୍ତ୍ତାବଳୀ ଏବଂ ପେନସନ ଦାବିରେ ରାଜରାସ୍ତାକୁ ଓହ୍ଲାଇବ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିଯୁକ୍ତି ଦିନକୁ ଭିତ୍ତି କରି ଚାକିରି ସର୍ତ୍ତାବଳୀ ଓ ପେନସନ ଦାବୀରେ ନିଖିଳ ଓଡ଼ିଶା ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ (୪୮୮ ବର୍ଗ) ଶିକ୍ଷକ ଓ କର୍ମଚାରୀ ସଂଘ ଆସନ୍ତା ୨୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘର ସଭାପତି ମାନସ ପୁରୋହିତ ଏକ ପ୍ରେସ…
Read More...

ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନେହେରୁ ସେବା ସଂଘ ଭବାନୀପାଟଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କଳାହାଣ୍ଡି ତରଫରୁ ଭବାନୀପାଟଣାର ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଇଟାଲୀର ଦମ୍ପତି ଲୁସିଆନା ରୋସି ଓ ଲୁଇଗୀ ରୋସୋ ଏବଂ ଝିଅ ପ୍ରତୀକ୍ଷାକୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିରେ…
Read More...

କୁଶଦାଦରରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କୁଶଦାଦର ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ରଘୁନାଥ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପଣ୍ଡରାପାଲି…
Read More...

ଓଷ୍ଟା ରାଉରକେଲା ସିଟି ଜୋନ୍‌ର ଶିଶୁ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ରାଉରକେଲା ସିଟି ଜୋନ୍ ତରଫରୁ ୪୧ତମ ଦ୍ୱିଦିବସୀୟ ଶିଶୁ ଉତ୍ସବ ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ରାଉରକେଲା ସିଟି ଜୋନ୍‌ର ସଭାପତି ଶିଶିର କୁମାର ପାଣିଙ୍କ ସଭାପତିତ୍ୱ ଓ…
Read More...

ଚିନ୍ତାମଣି ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଗତ ଦୁଇଦିନ ଧରି ଆୟୋଜିତ ହୋଇଥିବା ଲୋଇସିଂହା ବ୍ଲକ ତଲିଉଡାର ଚିନ୍ତାମଣି ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି…
Read More...

ପୁଲସଖଣ୍ଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ସପ୍ତମ କ୍ଲଷ୍ଟର ସ୍ତରୀୟ ବୈଠକ

ପୁଲସଖଣ୍ଡ, (କେପିଏନ୍‌ଏସ୍‌) : ପୁଲସଖଣ୍ଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ସପ୍ତମ କ୍ଲଷ୍ଟର ସ୍ତରୀୟ ବୈଠକ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବିଚନ୍ଦ୍ର ବୁଡେକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଡବନ୍ଧ କ୍ଲଷ୍ଟରର ସମସ୍ତ ପ୍ରଧାନଶିକ୍ଷକ ଏବଂ ଏଫ୍‌.ଏଲ୍‌.ଏନ୍‌ ଶିକ୍ଷକ…
Read More...

ମଣ୍ଡି ଅବ୍ୟବସ୍ଥାକୁ ନେଇ ଚାଷୀଙ୍କ ଦ୍ଵାରା ଜାତୀୟ ରାଜପଥ ଅବରୋଧ

ବୋରିଗୁମ୍ମା, (ଏସ୍‌. ସୁନ୍ଦରମ) : କଥାରେ ଅଛି ଚାଷ କାମ ଯାହାର କି ସୁଖ ତାହାର କିନ୍ତୁ ଚାଷୀଙ୍କୁ କେତେବେଳେ ଅଦିନିଆ ବର୍ଷା ଦାଉ ସାଧୁଛି ତ କେତେବେଳେ ଟୋକନ୍ ଟେନ୍ସନ ଆଉ କେତେବେଳେ କଟ୍‌ନୀ ଛଟ୍‌ନୀ । ନିଜ ଉପାର୍ଜିତ ଅମଳ ଧାନ ବିକ୍ରି ପାଇଁ ଶେଷରେ ରାଜରାସ୍ତାକୁ ଓହ୍ଲାଇବାକୁ ପଡୁଛି ।…
Read More...

ଓମ ଭ୍ୟାଲି ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭିତରେ ଓମ ଭ୍ୟାଲି ସ୍କୁଲ ଅନ୍ୟତମ । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୁଇଦିନ ବ୍ୟାପୀ ବାର୍ଷିକ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଶାରୀରିକ ସ୍ୱାସ୍ଥ୍ୟ, ମାନସିକ ଦୃଢ଼ତା ତଥା ନୈତିକ ଉନ୍ନତି ପାଇଁ…
Read More...

ବଲାଙ୍ଗିର ଏଡିଆର ସଭାଗୃହ ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ ଡଃ. ପବିତ୍ର ମୋହନ ସାମଲଙ୍କ ଅନୁମତି କ୍ରମେ ବଲାଙ୍ଗିର ଏଡିଆର ସଭାଗୃହ ପରିସରରେ କୃତ୍ରିମ ବୁଦ୍ଧି ବ୍ୟବହାର କରି ଇଂରାଜୀରୁ ଅଂଚଳିକ ଭାଷା ପର୍ଯ୍ୟନ୍ତ…
Read More...