ଟିଟିଲାଗଡ଼ ବହି ହାଟ କମିଟି ପୁନଃ ଗଠନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବହିହାଟ କମିଟିର ଉପସ୍ଥିତ ସଭ୍ୟମାନଙ୍କୁ ନେଇ ସ୍ଥାନୀୟ ଆଦିବାସୀ ଭବନରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସର୍ବ ପ୍ରଥମେ ଦିବଂଗତ ସଭ୍ୟମାନଙ୍କ ଆତ୍ମାର ସଦଗତି ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା । ପରେ କମିଟି…
Read More...

ପିଇଓଙ୍କୁ ସୂଚନା ମାଗିବାରୁ ସାମ୍ବାଦିକକୁ ଧମକ

ପାଟଣାଗଡ଼, (ଭୋଜରାଜ ଦଣ୍ଡସେନା) : ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୂଚନା ମାଗିବାରୁ ସାମ୍ବାଦିକଙ୍କୁ ଧମକ ଦେଇଛନ୍ତି ବଲାଙ୍ଗିର ଲୋକସଭା ସାଂସଦଙ୍କ ପି.ଏସ୍‌ ପ୍ରୀତମ ପୁରୋହିତ । ଏଇ କଥା ଆମେ କହୁ ନାହୁଁ, ଖୋଦ୍‌ ପୀଡ଼ିତ ସାମ୍ବାଦିକ ଜଣକ ମୋତେ ଧମକ ଦେଇଉଛନ୍ତି ବଲାଙ୍ଗିର…
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର…
Read More...

ଜୁନାଗଡ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ଜୁନାଗଡ, (କେପିଏନ୍‌ଏସ୍‌) : ଜୁନାଗଡ ସ୍ଥିତ ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ହେବାକୁ ଥିବା ଉକ୍ତ କ୍ରୀଡ଼ା ଉତ୍ସବର ପ୍ରଥମ ଦିବସରେ ଉଦ୍‌ଘାଟନୀ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗ ଅଧ୍ୟକ୍ଷତା କରିଥିବା ବେଳେ ସ୍ଥାନୀୟ…
Read More...

ବଲାଙ୍ଗିର କଚେରୀ ଛକ ଠାରେ ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର : ବଲାଙ୍ଗିର କଚେରୀ ଛକ ଠାରେ ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ । ଜିଲ୍ଲା ଯୁବ କଂଗ୍ରେସ କମିଟିର ବହୁ ନେତା ଓ ନେତ୍ରୀ ମାନେ ସାମିଲ ହୋଇ ସମ୍ବିଧାନ ପ୍ରଣେତା ଡ଼ା. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଉପରେ ସଂସଦ ଭବନରେ ଗୃହମନ୍ତ୍ରୀ ଅମିତ ସାହାଙ୍କ ବୟାନକୁ ବିରୋଧ କରି…
Read More...

ଅଜଣା ପିକ୍‌ଅପ୍‌ ଧକ୍କାରେ ଜଣେ ମୃତ, ଦୁଇ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାନ୍ଦୋପଲା ରିଲାଏନ୍ସ ପେଟ୍ରୋଲପମ୍ପ ନିକଟରେ ଅଜଣା ପିକ୍‌ଅପ୍‌ ଧକ୍କା ଦେବାରୁ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତିଜଣକ କୁମାରପଡା ନକଟିଗୁଡାର ରାହେମତୁଲ ଖାନ…
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଗୋଡାଲରେ ୩୧ତମ ବାର୍ଷିକ ଉତ୍ସବ ପାଳିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଯୋଷୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ କାର୍ମୀ…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୯ତମ ପ୍ରତିଷ୍ଠା ଦିବସ : ସୌଭାଗ୍ୟ ମିଶ୍ରଙ୍କୁ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଓ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଜାନୁଆରି ୨ ତାରିଖ ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଳନ କରିବ ୫୯ତମ ପ୍ରତିଷ୍ଠା ଦିବସ ପ୍ରତିଷ୍ଠା । ଦିବସକୁ ଆକର୍ଷଣୀୟ କରିବା ପାଇଁ ଆୟୋଜିତ ପ୍ରସ୍ତୁତି ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଚଳିତ ବର୍ଷ ମୁଖ୍ୟ ଅତିଥିଭାବେ ରାଜ୍ୟ ପରିବହନ…
Read More...

ଜାନୁଆରୀ ୨୦୨୫ରେ ହେବ ପରୀକ୍ଷା ପେ ଚର୍ଚ୍ଚା(ପିପିସି ୨୦୨୫)ର ୮ମ ସଂସ୍କରଣ

ମାଇଗଭ୍ ପୋର୍ଟାଲରେ ପଞ୍ଜୀକରଣ ଆରମ୍ଭ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀଙ୍କ ଅଭିନବ ମତବିନିମୟ କାର୍ଯ୍ୟକ୍ରମ ପରୀକ୍ଷା ପେ ଚର୍ଚ୍ଚା (ପିପିସି) ନିଜର ୮ମ ସଂସ୍କରଣ ନେଇ ପୁଣି ଆସିଛି । ଏହା ଜାନୁଆରୀ ୨୦୨୫ରେ, ସାରାଦେଶରେ ବାର୍ଷିକ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ, ଅନୁଷ୍ଠିତ…
Read More...

ଡେଲାଙ୍ଗ ଉଚ୍ଚତ୍ତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ଡେଲାଙ୍ଗ ଉଚ୍ଚତ୍ତର ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ବାର୍ଷିଜ କ୍ରୀଡା ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏବଂ ଶିକ୍ଷା କର୍ମଚାରୀମାନେ ସାମୁହିକ ଭାବେ…
Read More...