ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡର କୋଟଗଡ ବନାଞ୍ଚଳରୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ୩ ରଥ ନିର୍ମାଣ ପାଇଁ ରଥକାଠକୁ ଶନିବାର ପୁରୀ ପଠାଗଲା । ୪୦ ଫୁଟ ଲମ୍ବ ୩ ଫୁଟ ଗୋଲେଇ ୨୩ଗୋଟି ଢ଼ଉ ଗଣ୍ଡିକାଠ ଯାହାର ପରିମାଣ ୬୦୦ସିପ୍ଟ । ବନବିଭାଗର!-->…
Read More...
Read More...