ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ

ବରଗଡ, (ନିରୋଜ କୁମାର ପାଣୀ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମମାଟି ବରପାଲି ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ଚାଲି ଥିବା ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀର ଦ୍ଵିତୀୟ ଦିବସରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆସିଥିବା ୨୧୦ଟି ପ୍ରକଳ୍ପର ମୂଲ୍ୟାଙ୍କନ ଦକ୍ଷ…
Read More...

ଭୁବନେଶ୍ଵରପୁରରେ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ଠାରେ ଫ୍ରେଣ୍ଡସ କ୍ଲବ ଭୁବନେଶ୍ୱରପୁର ଓ ମୂରଲୀ କ୍ରିଷ୍ଣା ଫାଉଣ୍ଡେସନ ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବିକାଶ ହସ୍ପିଟାଲର…
Read More...

ଚିକିତ୍ସା ଅଭାବରେ କୁନି ଛାତ୍ର ରିତେଶ ସହାୟତା ଅପେକ୍ଷାରେ

କାଶୀପୁର, (ଅଞ୍ଜନ କୁମାର ନାଏକ) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଗୋରଖପୁର ପଞ୍ଚାୟତର ଏକ କୁନି ଛାତ୍ରର ଦାରୁଣ ଦୃଶ୍ୟ ବର୍ତ୍ତମାନ ଦେଖିବାକୁ ମିଳିଛି । ସୂଚନା ଯୋଗ୍ୟ ଯେ, ଗୋରଖପୁର ଗ୍ରାମର ପଢ ଗଉଡ଼ଙ୍କ ପୁଅ ରିତେଶ ଗଉଡ଼ (୯) ଗୋରଖପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ…
Read More...

ବ୍ଲକ ସ୍ତରୀୟ ଚଇତି ମହୋତ୍ସବରେ ଅବ୍ୟବସ୍ଥା

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ବଡ଼ଦାଣ୍ଡ ରଥ ପଡିଆ ଠାରେ ବ୍ଲକସ୍ତରୀୟ ଚଇତି ୨୦୨୪ ପାଳିତ ହୋଇଯାଇଛି । ଚଇତି ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ବିଷମ କଟକ ବିଧାୟକ ନୀଳମାଧବ ହିକକା ଚଇତି ଷ୍ଟଲ ଉଦ୍‌ଘାଟନ କରିଥିଲେ । ଅତିଥି ରୁପେ…
Read More...

ଟିଟିଲାଗଡ଼ ଓମ ଭ୍ୟାଲି ସ୍କୁଲରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଓ ସାମାଜିକ ବିଜ୍ଞାନ ପ୍ରଦର୍ଶନୀ ଆୟୋଜିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ପ୍ରତିଷ୍ଠିତ ଓମଭ୍ୟାଲି ସ୍କୁଲ ପରିସରରେ ଗୁରୁବାର ଦିନ ବିଜ୍ଞାନ, କଳା, ସାମାଜିକ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟାର ଭବ୍ୟ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ବିଦ୍ୟାର୍ଥୀଙ୍କ ବ୍ୟକ୍ତିତ୍ଵର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ କୁନି…
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବ ଦ୍ଵିତୀୟ ଦିନରେ ବି ଦୁଲକିଲା ମଞ୍ଚ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ଆଜି ଦ୍ଵିତୀୟ ସନ୍ଧ୍ୟାରେ ପଦ୍ମପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀମତୀ ଅମ୍ରିତପାଲ କୌର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ କ୍ଲବର…
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ବାର୍ଷିକ ଖେଳକୁଦ ସମାରୋହ ଉଦ୍‌ଯାପିତ

ତୁଷୁରା, (ଲକ୍ଷ୍ମୀକାନ୍ତ ସାହୁ) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଖେଳକୁଦ ସମାରୋହ ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ଖେଳକୁଦ…
Read More...

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସିଲାଟିରେ ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସିଲଟି ଠାରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଅଧ୍ୟକ୍ଷ ଅନିଲ କୁମାର ପଟେଲ କ୍ରୀଡା ପତାକା ଉତ୍ତୋଳନ ଓ ଶ୍ରୀ ଅରବିନ୍ଦଙ୍କ ଠାରେ ଧୂପପୁଷ୍ପ ଅର୍ପଣ…
Read More...

ବଙ୍ଗୋମୁଣ୍ଡା ଚମାର ମେହେର ହାଇସ୍କୁଲ ଠାରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପ୍ରତିଯୋଗିତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚମାର ମେହେର ହାଇସ୍କୁଲ ଠାରେ ନିମ୍ନ ଇନ୍ଦ୍ର ଜଳ ସେଚନ କେନାଲ ବିଭାଜନ ନଂ - ୦୩ ଜଳ ସମ୍ପଦ ବିଭାଗ ପକ୍ଷରୁ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଚମାର ମେହେର ହାଇସ୍କୁଲର…
Read More...

ତୁର୍ଲା ଜୟ ହନୁମାନ କ୍ଲବ ତରଫରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆରମ୍ଭ : ଉଦ୍‌ଘାଟନୀ ମ୍ୟାଚରେ ସିହିନୀ ବିଜୟୀ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଜଗୁଆ ଗ୍ରାମପଞ୍ଚାୟତର ତୁର୍ଲା ଗ୍ରାମ ପାଓମେକ୍ସ ନିକଟ ଖେଳ ପଡ଼ିଆରେ ଜୟ ହନୁମାନ କ୍ଲବ ତରଫରୁ ଗୁରୁବାର ଅପରାହ୍ନରେ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ବିଜେପି…
Read More...