ମୁରିବାହାଲ ଡ଼ିଗ୍ରୀ କଲେଜର ଛାତ୍ର ପ୍ରୀତମ ବଘାର ନୂଆଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ ପାଇଁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲ‍ାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ତଥା ରାଜନୀତି ବିଜ୍ଞାନର ଛାତ୍ର ପ୍ରୀତମ ବଘାର ଦିଲ୍ଲୀ ରାଜପଥରେ ଅନୁଷ୍ଠିତ ହେବାକୁ ଯାଉଥିବା ଗଣତନ୍ତ୍ର ଦିବସ ପ୍ୟାରେଡ୍ ପାଇଁ ମନୋନୀତ…
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶନିବାର ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ସକାଳ ସମୟରେ ଶକ୍ତି ସୁରକ୍ଷା ସଚେତନତା ନେଇ ଛାତ୍ରଛାତ୍ରୀଙ୍କ ଏକ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ପରେ ଶିକ୍ଷକ…
Read More...

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ଆର୍‌. ଖେଳ ପଡିଆରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ…
Read More...

ବନ୍ଧକମୁକ୍ତ କୃଷି ଋଣ ସୀମାକୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ରିଜର୍ଭ ବ୍ୟାଙ୍କ

ଭୁବନେଶ୍ୱର, (ପିଆଇବି) : କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬…
Read More...

ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ୧୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆର୍‌.ଏସ୍‌.ପି ଶିକ୍ଷା ବିଭାଗର ପ୍ରାକ୍ତନ ଅଧିକାରୀ ସୁରେଶ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେଯେ, ଏ ସଂସାରରେ…
Read More...

ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । ଏପରି ଏକ ଘଟଣା ଘଟିଛି ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପର୍ବତ ପାଖ ଲାଖପଦର ଅଂଚଳରେ । ମୃତକ ଜଣକ ହେଇଛନ୍ତି ଭୌରା କୁତ୍ରୁକା । ସେ ଖଂବେସି ଗାଁରୁ ସନ୍ଧ୍ୟା ସମୟରେ ନିଜ…
Read More...

ସିଏନସି ମହାବିଦ୍ୟାଳୟରେ ଯୁବ ରେଡ଼୍‌କ୍ରସ ପ୍ରବେଶ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସିଏନସି ମହାବିଦ୍ୟାଳୟରେ ଯୁବ ରେଡ଼୍‌କ୍ରସ ପ୍ରବେଶ କାର୍ଯ୍ୟକ୍ରମ ବା YRC induction programme ପାଳିତ ହୋଇଯାଇଛି । ସିଏନସି ମହାବିଦ୍ୟାଳୟର ଅଧ୍ୟକ୍ଷ କହ୍ନେଇଁ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ…
Read More...

ଲୋଇସିଂହା ସଙ୍କୁଳ ସ୍ତରୀୟ ଅଷ୍ଟମ ବାର୍ଷିକ ଖେଳକୁଦ ଉଦ୍‌ଯାପିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଷ୍ଟାଡିୟମ ଠାରେ ସଙ୍କୁଳ ସ୍ତରୀୟ ଖେଳକୁଦ ସମାରୋହ ସଂଯୋଜକ ତଥା ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶିବ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲୋଇସିଂହା ସଙ୍କୁଳ ଅନ୍ତର୍ଗତ ୭ଟି ବିଦ୍ୟାଳୟରୁ ୧୫୯ ଜଣ…
Read More...

ଜେ.ଏସ୍.ଏମ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୨ ଦିନିଆ ଶିକ୍ଷା ଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜେ.ଏସ୍.ଏମ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୪୬ ଛାତ୍ରଛାତ୍ରୀ ଓ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀମାନେ ୨ଦିନିଆ ଏକ ଶିକ୍ଷା ଯାତ୍ରାରେ ଭାଇଜାଗ୍ (ଭିଶାଖାପଟ୍ଟନମ) ଯାଇଥିଲେ । ଏହି ଯାତ୍ରାର ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କୁ…
Read More...

ଆଗଲପୁର କୃଷି ସେବା ସମବାୟ ସମିତିର ସଭାପତିମାନଙ୍କ ବୈଠକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୃଷି ସେବା ସମବାୟ ସମିତିର ସଭାପତିମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ଡୁଡୁକା କୃଷି ସେବା ସମବାୟ ସମିତିର ସଭାପତି ବଳରାମ ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଆଗଲପୁର ବ୍ଲକର…
Read More...