ରାଉରକେଲା ଫିଲ୍ମ ଫେଷ୍ଟିଭାଲ ଆସନ୍ତା ୧୫ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଫିଲ୍ମ କ୍ଲବ ତରଫରୁ ହେବାକୁ ଥିବା ରାଉରକେଲା ଫିଲ୍ମ ଫେଷ୍ଟିଭାଲର ସପ୍ତମ ସଂସ୍କରଣ ଆସନ୍ତା ୧୫ ତାରିଖ ଦିନ ଅପରାହ୍ନ ୪ଘଟିକା ସମୟରେ ସେକ୍ଟର ୪ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ତରଫରୁ କୁହାଯାଇଛିଫ ଏନେଇ…
Read More...

ନାରାୟଣପୁରରେ ପେପର କଭର ତିଆରି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ନାରାୟଣପୁର ଠାରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ଶିକ୍ଷା କେନ୍ଦ୍ର ଦ୍ୱାରା ମହିଳାମାନଙ୍କୁ ପେପର କଭର, ପେପର ବ୍ୟାଗ, ଲଫାପା ଓ ଫାଇଲ ଆଦି ତିଆରି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…
Read More...

ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ

ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମହାକୁମ୍ଭ ମେଳା ୨୦୨୫ ପାଇଁ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବେପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶୁଭାରମ୍ଭ କରିବେକୁମ୍ଭ 'ସହାୟକ' ଚାଟ୍‌ବଟ୍ ର ଶୁଭାରମ୍ଭ କରିବେ…
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ କ୍ରୀଡା ଉତ୍ସବ ସଂପନ୍ନ

ଶକ୍ତି, ସାମର୍ଥ୍ୟ, ମୌଳିକତା, ଆତ୍ମବିଶ୍ଵାସ, ଶୃଙ୍ଖଳା, ସମୟାନୁବର୍ତ୍ତିତା ଓ ସଂକଳ୍ପ ପ୍ରତି ଗୁରୁତ୍ୱାରୋପ ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୦ତମ ବାର୍ଷିକ ଦ୍ୱିଦିବସୀୟ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟା ମନ୍ଦିରର…
Read More...

ମୋକ୍ଷଦା ଏକାଦଶୀରେ ଶ୍ରୀ ଶ୍ୟାମଙ୍କୁ ପୂଜାର୍ଚ୍ଚନା ଓ ଭଜନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ମୋକ୍ଷଦା ଏକାଦଶୀର ଶୁଭ ଅବସରରେ ସହରର ବିର୍ସା ଡାହାର ସ୍ଥିତ ଶ୍ରୀ ଶ୍ୟାମଙ୍କ ମନ୍ଦିରରେ ବାବା ଶ୍ୟାମଙ୍କ ଦରବାରକୁ ଫୁଲରେ ସଜ୍ଜିତ କରାଯିବା ସହିତ ପୁରୋହିତଙ୍କ ଦ୍ୱାରା ସକାଳରୁ ମନ୍ଦିରରେ ବାବା ଶ୍ୟାମଙ୍କ ପୂଜା କରାଯାଇଥିଲା । ଏଥିପାଇଁ ମନ୍ଦିର ପରିସରରେ…
Read More...

ଶ୍ରୀ ଶ୍ରୀ ବିଷ୍ଣୁ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱର କଲ୍ୟାଣ ଓ ଶାନ୍ତି ପ୍ରତିଷ୍ଠା ନିମନ୍ତେ ସେକ୍ଟର ୨୦ସ୍ଥିତ ପମ୍ପ ହାଉସ କଲୋନୀ ଠାରେ ଦୁଇଦିନିଆ ଶ୍ରୀ ଶ୍ରୀ ବିଷ୍ଣୁ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୂଜକ କଳ୍ପତରୁ ପାଢ଼ୀ ଓ କର୍ତ୍ତା ଭାବେ କୃଷ୍ଣଚନ୍ଦ୍ର ସାହୁ ତଥା…
Read More...

ଗ୍ରାମାଞ୍ଚଳ ସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ବାରଖମା ଦଳ ବିଜୟୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ସ୍ଥିତ ବ୍ଲୁ ଷ୍ଟାର କମିଟି ଆନୁକୂଲ୍ୟରେ ଗୁରୁବାର ଗ୍ରାମାଞ୍ଚଳ ସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ୱାର୍ଡ଼ ନଂ. ୮ର ବିଜେପି ସଭାପତି…
Read More...

ସ୍ମାର୍ଟ ଇଣ୍ଡିଆ ହାକାଥନ -୨୦୨୪ ଗ୍ରାଣ୍ଡ୍ ଫିନାଲେର ପ୍ରତିଯୋଗୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

• ଆମ ଯୁବଶକ୍ତିଙ୍କ ପ୍ରତିଭା ଓ ଚତୁରତା ଅସାଧାରଣ - ପ୍ରଧାନମନ୍ତ୍ରୀ• ଭାରତକୁ ଅଭିନବ, ପ୍ରଗତିଶୀଳ ଏବଂ ସମୃଦ୍ଧ ଦେଶରେ ପରିଣତ କରିବ ସ୍ମାର୍ଟ ଇଣ୍ଡିଆ ହାକାଥନ୍ - ଧର୍ମେନ୍ଦ୍ର ପ୍ରଧାନ• ସକାଳେ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ଏହି ସ୍ମାର୍ଟ ଇଣ୍ଡିଆ ହାକାଥନ ଗ୍ରାଣ୍ଡ ଫିନାଲେର ଉଦ୍‌ଘାଟନ…
Read More...

ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍‌ଯାପିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସହର ସ୍ଥିତ ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପତ ମେଳା ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ସମାରୋହରେ ଅତିଥିଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର, ଜିଲା ପରିଷଦ…
Read More...

ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆମ ଯୁବଶକ୍ତିର ପ୍ରତିଭା ଓ ସୃଜନଶୀଳତା ଉଲ୍ଲେଖନୀୟ : ପ୍ରଧାନମନ୍ତ୍ରୀସାରା ବିଶ୍ୱ କହୁଛି ଯେ ଭାରତର ଶକ୍ତି ହେଉଛି ଯୁବଶକ୍ତି ଓ ଅଭିନବ ବୈଷୟିକ ଶକ୍ତି : ପ୍ରଧାନମନ୍ତ୍ରୀବିଗତ ୭ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ ହାକାଥନ୍‌ର ଅନେକ ସମାଧାନ ଆଜି ଦେଶର ଲୋକଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ…
Read More...