ରାଜ୍ୟସ୍ତରୀୟ ମହକ ଉତ୍ସବରେ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ କସ୍ତୁରବା ମାତୃ ନିକେତନର ଛାତ୍ରୀ ଲିପି ଦାସ ପାଇକମାଲ ଯମୁନା କନ୍ଧୁନୀ ବାଳିକା ଉଚ୍ଚ ବିଦ୍ୟାଳୟରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି ରାଜ୍ୟସ୍ତରୀୟ "ମହକ ଉତ୍ସବ"ରେ ବକୃତା ପ୍ରତିଯୋଗିତାରେ ପ୍ରଥମ ହୋଇଥିବାରୁ ବିଭିନ୍ନ ମହଲରୁ ତାଙ୍କ…
Read More...

ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୪ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ବ୍ଲକ ପଦ୍ମପୁର ବିଇଓ ଅଫିସ୍ ଆନୁକୁଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୪ ପାଳିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଡିଓ ଦେବାଶିଷ ସିହ୍ନା ମୁଖ୍ୟଅତିଥି ଭାବରେ ଯୋଗଦାନ…
Read More...

ରାଜ୍ୟ ଲିଫ୍ଟିଂ ଚମ୍ପିୟାନସିପ ଆସନ୍ତା ୭ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ଲିଫ୍ଟିଂ ଚମ୍ପିୟାନସିପ ଆସନ୍ତା ୭ ତାରିଖ ଦିନ ସକାଳ ୯ ଟାରେ ସେକ୍ଟର ୭ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ସେକ୍ଟର ୭ ରାୟିମା କ୍ଲବ ଠାରେ ଅରଜିନାଲ ପାୱାର କ୍ଲବ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ…
Read More...

ପାଇକମାଲ ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୪ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ…
Read More...

ନୂତନ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହେବା ପାଇଁ ତାଲିମ ଶିବିର ଅନୁଷ୍ଠିତ

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ଵଚ୍ଛତା ଆଣିବା ପାଇଁ ଭାରତୀୟ ଜନତା ପାର୍ଟି ତଥା ଓଡ଼ିଶା ସରକାର ଏକ ତାଲିମ ଶିବିର ଆୟୋଜନ କରିଛନ୍ତି । ଆଜି ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ବାଗଦୋର ଗ୍ରାମ ପଞ୍ଚାୟତ ବନମାଲ ଠାରେ ଏକ ଦିନିକିଆ ତାଲିମ ଶିବିର…
Read More...

ଭାରସାମ୍ୟ ହରାଇ ପରିବା ଦୋକାନ ଓ ଚା’ ଦୋକାନ ଉପରେ ଚଢ଼ିଗଲା ୱାଗନର କାର : ୪ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମଙ୍ଗଳବାର ମଧ୍ୟାହ୍ନରେ ଦ୍ରୁତଗତିରେ ଆସି ଦୁଇ ଜଣଙ୍କୁ ଧକ୍କା ଦେବାପରେ ରାସ୍ତା କଡ଼ରେ ଥିବା ପରିବା ଦୋକାନ ଓ ଚା' ଦୋକାନ ଉପରେ ଚଢ଼ିଗଲା ଓଡି-୧୨-ଇ-୫୬୦୪ ନଂ. ବିଶିଷ୍ଠ ୱାଗନର କାର୍ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା…
Read More...

ଟାଇକଣ୍ଡୋ ବେଲ୍ଟ ପ୍ରମୋସନ ଟେଷ୍ଟ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ ଟାଇକଣ୍ଡୋ ସ୍କୁଲରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ କଲର ବେଲ୍ଟ ପ୍ରମୋସନ ଟେଷ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡିଶା ଟାଇକଣ୍ଡୋ ସଂଘ ସାଧାରଣ ସଂପାଦକ ତଥା ଆନ୍ତର୍ଜାତୀୟ ଟାଇକଣ୍ଡୋ ମାଷ୍ଟର…
Read More...

ବେଲପଡ଼ା ଲାନ୍ଥ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ବେଲପଡ଼ା ଲାନ୍ଥ ନଦୀରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତକ ଜଣକ ବେଲପଡା ଗାଁର ଅନିଲ ପାଣିଗ୍ରାହୀ । ଶବକୁ ବେଲପଡା ପୋଲିସ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି । ବେଲପଡା ବାସୁଦେବ ପଡାର ଅନିଲ ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ…
Read More...

ସୃଷ୍ଟି ମଡେଲ ସ୍କୁଲରେ ଖାଦ୍ୟ ଓ ହସ୍ତକଳା ପ୍ରଦର୍ଶନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ସ୍ଥିତ ସୃଷ୍ଟି ମଡେଲ ସ୍କୁଲରେ ଖାଦ୍ୟ ଓ ହସ୍ତକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନା ନନ୍ଦଙ୍କ ଅଧ୍ୟକ୍ଷତା ଓ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତି ମଣୀ ଲାକ୍ରାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ବଲାଙ୍ଗିର ସହର ମୁଖ୍ୟ ରାସ୍ତାରେ ପୋଲିସ ସହ ଆନ୍ଦୋଳନକାରୀ ଠେଲାପେଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମୁଖ୍ୟ ରାସ୍ତା ପାଟଣା ଛକ ନିକଟରେ ଗତ ବିଳମ୍ବିତ ରାତିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡଙ୍କ ଉପରକୁ ମାଡିଯାଇଥିଲା । ଗୁରୁତର…
Read More...