ସହକାରୀ ପ୍ରଧ୍ୟାପକଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଲାଇବ୍ରେରୀ କକ୍ଷରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜିବ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଥିଲା । ନୂତନ ଭାବରେ ନିଯୁକ୍ତି ପାଇଥିବା ସହକାରୀ ପ୍ରଧ୍ୟାପକ ସାର୍ଥକ କୁମାର ରଥଙ୍କୁ…
Read More...

ଅଟଳ ପଣ୍ଡା ଜୟନ୍ତୀ ଅବସରରେ କାଳି ପ୍ରସାଦ ଷଡଙ୍ଗୀଙ୍କୁ ଅଟଳ ସମ୍ମାନରେ ସମ୍ମାନିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂଜ୍ୟୋତ କଳା କେନ୍ଦ୍ର ଓ ଅଟଳ ପଣ୍ଡା ସ୍ମୃତି କମିଟି ଦ୍ୱାରା ଆୟୋଜିତ ଅଟଳ ଜୟନ୍ତି ସମାରୋହ ସ୍ଥାନିୟ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟ ବଲାଙ୍ଗିରଠାରେ ସଭାପତି ଶ୍ରୀକର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ବରିଷ୍ଠ ସଙ୍ଗୀତ ସାଧକ କାଳୀ…
Read More...

କରପା ସେବାଶ୍ରମ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଧାନ ସେବିକାଙ୍କୁ ନିଲମ୍ବିତ କଲେ ଜିଲ୍ଲା‌ପାଳ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ କରପା ସରକାରୀ ପ୍ରାଥମିକ ସେବାଶ୍ରମର ଚତୁର୍ଥ ଶ୍ରେଣୀ ଛାତ୍ରୀ ରଶ୍ମିତା ନାଚିକାଙ୍କ ମୃତ୍ୟୁ ଘଟଣାର ରିପୋର୍ଟ ପାଇ ଜିଲ୍ଲାପାଳ ପାରୁଲ ପଟାୱାରି ସେବାଶ୍ରମର ମୁଖ୍ୟ ସେବିକା ବୈଜନ୍ତୀମାଳା…
Read More...

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଯୌତୁକକୁ ନେଇ ବଧୂ ହତ୍ୟା ଅଭିଯୋଗ । ଏମିତି ଏକ ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ଅନ୍ତର୍ଗତ ଫଟାମୁଣ୍ଡା ଗ୍ରାମରୁ । ସୂଚନା ଅନୁସାରେ ପାଞ୍ଚ ବର୍ଷ ପୂର୍ବେ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଝାରମୁଣ୍ଡା ପଂଚାୟତ ଅନ୍ତର୍ଗତ ଲୁଚୁକିବାହାଲ…
Read More...

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଜାତୀୟ ପ୍ରଦୂଷଣ ନିରାକରଣ ଦିବସ ପାଳିତ

ସମ୍ମିଳିତ ଉଦ୍ୟମ ଦ୍ୱାରା 'ନିର୍ମଳ ବାୟୁ ଓ ସବୁଜ ପୃଥିବୀ' ଉଦ୍ୟମ ସଫଳ ହେବ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା (ପିଏନଏସ୍) ପ୍ରଦୂଷଣ ନିରାକରଣ ପୃଥିବୀ ପାଇଁ ଏକ ବିରାଟ ଆହ୍ଵାନ ବୋଲି ଜାତୀୟ ପ୍ରଦୂଷଣ ନିରାକରଣ ଦିବସ ପାଳନ ଅବସରରେ ବିଶିଷ୍ଟ ପରିବେଶ ବିଜ୍ଞାନୀମାନେ ମତପ୍ରକାଶ…
Read More...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ଶପଥ ଗ୍ରହଣ

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ଅନ୍ତର୍ଗତ ଜୁନାଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବରିଷ୍ଠ ଶିକ୍ଷକ ସୁଧିର କୁମାର ବେହେରା, ମଳୟ କୁମାର…
Read More...

“ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ”

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଭିନ୍ନକ୍ଷମ ସେଲ ଆନୁକୂଲ୍ୟରେ ଚଳିତ ବର୍ଷର ଥିମ୍ "ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ପାଇଁ ଭିନ୍ନକ୍ଷମ ନେତୃତ୍ଵକୁ ବୃଦ୍ଧି କରିବା"କୁ ନେଇ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ…
Read More...

‘ଏକ୍ ଭାରତ ଶ୍ରେଷ୍ଠ ଭାରତ’ ଲକ୍ଷ୍ୟ ହାସଲ ପାଇଁ ଯୁବା ସଙ୍ଗମ ପଦକ୍ଷେପକୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର, (ପିଆଇବି) : ଯୁବା ସଙ୍ଗମର ପଞ୍ଚମ ପର୍ଯ୍ୟାୟର ଅଂଶ ଭାବରେ ୨୦୨୪ ଡିସେମ୍ବର ୨ ତାରିଖରେ ଓଡ଼ିଶାକୁ ପରିଚୟାତ୍ମକ ଗସ୍ତ (ଏକ୍ସପୋଜର ଭିଜିଟ୍)ରେ ଆସିଥିବା ମହାରାଷ୍ଟ୍ରର ବିଭିନ୍ନ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ୫୦ ଛାତ୍ର ଛାତ୍ରୀଙ୍କର ଏକ ପ୍ରତିନିଧି ଦଳକୁ ଓଡ଼ିଶାର ସମ୍ମାନନୀୟ…
Read More...

ବିଶ୍ୱ ଏଡ଼ସ ଦିବସ ଉପଲକ୍ଷେ ମେଗା ରକ୍ତଦାନ ଶିବିର :୨୪୩ ୟୁନିଟ ରକ୍ତ ସଂଗ୍ରହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ସଭାଗୃହରେ ବିଶ୍ୱ ଏଡ଼ସ ଦିବସ ଉପଲକ୍ଷେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଯୁବ ଗୋଷ୍ଠୀ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରକୁ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଏବଂ…
Read More...

ଚଣ୍ଡିଗଡରେ ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ

କାର୍ଯ୍ୟକ୍ରମର ବିଷୟବସ୍ତୁ : "ସୁରକ୍ଷିତ ସମାଜ, ବିକଶିତ ଭାରତ - ଦଣ୍ଡରୁ ନ୍ୟାୟ ପର୍ଯ୍ୟନ୍ତ" ନୂଆଦିଲ୍ଲୀ, (ପିଆଇବି) : ଡିସେମ୍ବର ୩, ୨୦୨୪ ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା,…
Read More...