ଓଡିଶା ଆଦର୍ଶ ବିଦ୍ୟାଳୟ ମଦନପୁରର ବାର୍ଷିକ କ୍ରୀଡା ଉଦ୍ଯାପିତ
ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ମଦନପୁର ଠାରେ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସଙ୍କ ସଭାପତିତ୍ୱରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ୨୦୨୪ ଉଦ୍ଯାପିତ ହୋଇଯାଇଛି । ପ୍ରଥମ ଦିନରେ ମଦନପୁର ପ୍ରାଥମିକ ଚିକିତ୍ସାଳୟର ଡାକ୍ତର!-->…
Read More...
Read More...