ଜ୍ଞାନ ଭାରତୀ ଗୁରୁକୁଳର ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଜ୍ଞାନ ଭାରତୀ ଗୁରୁକୁଳ ଜଗଦଳପୁର ତରଫରୁ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ଗୁରୁକୁଳର ସଭାପତି ହେମସାଗର ପଟେଲ ସଭାପତିତ୍ୱ କରିଥିବାବେଳେ ଡକ୍ଟର ଗାୟତ୍ରୀ ନନ୍ଦ ମୁଖ୍ୟ ଅତିଥି, ଶ୍ରୀମତୀ ଗୀତା ଲୁହାର ଏବଂ ଅଭିଭାବକ!-->…
Read More...
Read More...