ବଙ୍ଗୋମୁଣ୍ଡାରେ ଜାତୀୟ କବାଡି ଖେଳାଳିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଓମ୍‌ ସା ମଧ୍ୟପ୍ରଦେଶର ଭୋପାଳ ଠାରେ ଆୟୋଜିତ ୬୮ତମ ଜାତୀୟ ସ୍କୁଲ ଖେଳ ପ୍ରତିଯୋଗିତାରେ ଓଡ଼ିଶା ଟିମରୁ କବାଡି ଖେଲାଳି ଭାବେ ଅଂଶଗ୍ରହଣ କରିଥିଲେ ।…
Read More...

ଗଂଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ କ୍ଷମତା ବହିର୍ଭୁତ କାର୍ଯ୍ୟର ତଦନ୍ତ ହେଉ : ଗଞ୍ଜାମ ଜିଲ୍ଲା ଶିକ୍ଷା ବଞ୍ଚାଅ ଅଭିଯାନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗଂଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଦୁର୍ନୀତିର ଗନ୍ତାଘର ପାଲଟି ଯାଇଛି । ଖୋଦ ଶିକ୍ଷାଧିକାରୀଙ୍କ ସମେତ କାର୍ଯ୍ୟାଳୟର ଅନ୍ୟାନ୍ୟ ପଦାଧିକାରୀ ତଥା କର୍ମଚାରୀ ବୃନ୍ଦ ବିଭିନ୍ନ ଅନୈତିକ, ଅଗଣତନ୍ତ୍ରୀକ ତଥା କ୍ଷମତା ବହିର୍ଭୁତ କାର୍ଯ୍ୟରେ ଲିପ୍ତ…
Read More...

ବିଜେପୁରରେ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁରରେ ୧୦ମ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦ୍‌ଯାପିତ ହୋଇଯାଇଛି । ସ୍ଥାନୀୟ ହାଇସ୍କୁଲରେ ୩ ଦିନ ଧରି ଚାଲିଥିବା ଏହି ଶିବିରରେ ରେଡକ୍ରସ ପ୍ରଶିକ୍ଷଣ ସହ ସ୍ଵାସ୍ଥ୍ୟ, ସଡ଼କ ସୁରକ୍ଷା, ପ୍ରାକୃତିକ…
Read More...

ବାର୍ଦ୍ଧକ୍ୟ, ବିଧବା ଓ ବିକଳାଙ୍ଗ ଭତ୍ତା ବୃଦ୍ଧି ଦାବୀରେ କଣ୍ଟାବାଞ୍ଜି ବିକାଶ ପରିଷଦ ପକ୍ଷରୁ ମୁରିବାହାଲ ବ୍ଲକ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବାର୍ଦ୍ଧକ୍ୟ, ବିଧବା ଓ ବିକଳାଙ୍ଗ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ଦାବୀରେ କଣ୍ଟାବାଞ୍ଜି ବିକାଶ ପରିଷଦ ପକ୍ଷରୁ ବରିଷ୍ଠ ବିଜେଡି ନେତା ଅଜୟ ଦାସଙ୍କ ନେତୃତ୍ୱରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ…
Read More...

ଦେଓଗାଁ ଡିଗ୍ରୀ କଲେଜରେ ସମ୍ବିଧାନ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଡିଗ୍ରୀ ମହା ବିଦ୍ୟାଳୟରେ ସମ୍ବିଧାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ପ୍ରଫେସର ମନୋରଂଜନ ମିଶ୍ର ମୁଖ୍ୟବକ୍ତା ଭାବରେ ଯୋଗ ଦେଇ ସମ୍ବିଧାନ ଦିବସର…
Read More...

ସାରସମାଲ ୟୁପି ସ୍କୁଲରେ ସମ୍ବିଧାନ ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୋଲିଶ୍ୱର ଧାରୁଆଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ଅରବିନ୍ଦ ପ୍ରଧାନ, ଜ୍ୟୋତିଲାଲ ସାହୁ, ପ୍ରଶାନ୍ତ…
Read More...

ସହେଯାଗ ଫାଉଣ୍ଡେସନ ଦ୍ୱାରାଏକ ନିଆରା କାର୍ଯ୍ୟକ୍ରମ

ମରୋଣପରାନ୍ତ ନେତ୍ରଦାନ କରିବେ ୫୩ ଜଣ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସହେଯାଗ ଫାଉଣ୍ଡେସନର ଏକ କାର୍ଯ୍ୟକ୍ରମରେ ସଂଘର ୫୩ ଜଣ ସଦସ୍ୟ ମରୋଣପାଣାନ୍ତ ଚକ୍ଷୁଦାନ କରିବାକୁ ପ୍ରତିଜ୍ଞା କରିଛନ୍ତି । ଯାହା ସମାଜକୁ ମହାନ ବାର୍ତ୍ତା ଦେବା ସହ ଆବଶ୍ୟକ ସ୍ଥଳେ ରୋଗୀଙ୍କ ଜୀବନରେ ନୂଆଁ ସୁରୁଜ…
Read More...

କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ପାଇଁ ଲୋକସଭାରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କଲେ ବରଗଡ ସାଂସଦ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଲୋକସଭାରେ ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ଦ୍ୱିତୀୟ ଦିନରେ କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ସହ ଓଡିଶା ସରକାରଙ୍କ ସରକାରୀ ଭାଷାର ମାନ୍ୟତା ଦେବାପାଇଁ ଲୋକସଭାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ପ୍ରସଙ୍ଗ ଉଠାଇ…
Read More...

ପଛୁଆବର୍ଗ ଅନୁସୂଚିତ ଜାତି ଓ ଜନଜାତି ଏବଂ ମହିଳା ଉଦ୍ୟୋଗୀ ସଂଘ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନଠାରେ ଗଞ୍ଜାମ ଜିଲ୍ଲା ପଛୁଆବର୍ଗ ଅନୁସୂଚିତ ଜାତି ଓ ଜନଜାତି ଏବଂ ମହିଳା ଉଦ୍ୟୋଗୀ ସଂଘ ପକ୍ଷରୁ ସଭାନେତ୍ରୀ ତଥା ଓଡ଼ିଶା ଏସ୍‌ସି, ଏସ୍‌ଟି. ଏବଂ ଓ.ବି.ସି.ର ସଭାପତି…
Read More...

ଦ୍ୱିତୀୟ ପର୍ଯ୍ୟାୟ ପ୍ରୟୋଗ ତାଲିମ ସମାପିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ୩ ଦିନିଆ ପ୍ରୟୋଗ ତାଲିମ କାର୍ଯ୍ୟକ୍ରମ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ଠାର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର…
Read More...