ସଂଗୀତ ତରଙ୍ଗ ମ୍ୟୁଜିକ କ୍ଲବର ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ ସହରର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବ୍" (ସଙ୍ଗୀତ ତରଙ୍ଗ ସାମାଜିକ ସାଂସ୍କୃତିକ ଟ୍ରଷ୍ଟ୍, ରାଉରକେଲାର ଏକ ଅଙ୍ଗ)ର ବାର୍ଷିକ ଉତ୍ସବ ସିଭିକ୍ ସେଣ୍ଟର୍ ଠାରେ ସମାରୋହରେ ପାଳିତ ହୋଇଯାଇଛି ।…
Read More...

ଶିଶକେଲାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି : ଜମି ଉନ୍ନତିକରଣ ପାଉଣା ଟଙ୍କା ମିଳୁ ନଥିବା ଅଭିଯୋଗ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ଶିଶକେଲା ପଞ୍ଚାୟତ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପେନ୍ଦ୍ର ମାଝୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ…
Read More...

ମୁରିବାହାଲ ଡ଼ିଗ୍ରୀ କଲେଜ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ୭୫ତମ ଭାରତୀୟ ସମ୍ବିଧାନ ଦିବସ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ୭୫ତମ ଭାରତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟଠାରେ ୭୫ତମ ସମ୍ବିଧାନ ଦିବସ ମହାବିଦ୍ୟାଳୟର ଅଧକ୍ଷ ସରୋଜ କୁମାର…
Read More...

ଅସହ୍ୟ ହେଲା ଯୌତୁକ ନିର୍ଯ୍ୟାତନା : ପ୍ରେମ ବିବାହର ୪ ବର୍ଷ ପରେ ଯୁବତୀଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର

ମୁନିଗୁଡ଼ା, (ରମାକାନ୍ତ ପଡାଲ) : ଅସହ୍ୟ ହେଲା ଯୌତୁକ ନିର୍ଯ୍ୟାତନା । ବିବାହର ୪ ବର୍ଷ ପରେ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ପରେ ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର । ମୃତକ ଜଣକ ହେଲେ ରାୟଗଡ ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ୱାଦଳା ଥାନା ଅନ୍ତର୍ଗତ ରଘୁବାରି ପଞ୍ଚାୟତ…
Read More...

ମଲଦା କେନ୍ଦ୍ରରେ କୁଲୁତା ସମାଜର ବୈଠକ

ସଭାପତି ଭାବେ ବିନୋଦ ବିଶ୍ୱାଳ ମନୋନୀତ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତର ମଲଦା ସ୍ତରୀୟ ବିଶାଶହେ କୁଲୁତା ସମାଜ ପକ୍ଷରୁ ଏକ ସଭା ମଲଦା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କୁଲୁତା ସମାଜର ଏକତାକୁ ନେଇ ପୁଙ୍ଖାନୁପୁଙ୍ଖ…
Read More...

ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ୭୫ତମ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ୨୬ ନଭେମ୍ବର ୧୯୯୪ ମସିହାରେ ଭାରତରେ ସମ୍ବିଧାନକୁ ଗ୍ରହଣ କଲାପରେ ଏହି ଦିବସକୁ…
Read More...

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ ମଞ୍ଚ ପଦ୍ମପୁର ଉପଖଣ୍ଡ ତରଫରୁ ସମ୍ବିଧାନ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜାଜୀ ଟାଉନ ହଲ ଠାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ ମଞ୍ଚ ପଦ୍ମପୁର ତରଫରୁ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତୀ ଅବସରରେ ସମ୍ବିଧାନ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆବାହକ ଚନ୍ଦ୍ରହାସ୍ୟ ଜାଲ ସଂଯୋଜନା…
Read More...

ପୁରେନାରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ ଅବସର ପ୍ରାପ୍ତ ଶିକ୍ଷକ ଟିକେଲାଲ୍ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦାନ…
Read More...

ଟିଟିଲାଗଡ଼ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ପଡ଼ି ରହିଛି ଅଳିଆ ଆବର୍ଜ୍ଜନା – ସଫା କରିବା କାହାର ଦାୟିତ୍ଵ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ପିପଲପଦର ସ୍ଥିତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ମାସ ମାସ ଧରି ରୋଗୀମାନଙ୍କ ପାଇଁ ବ୍ୟବହୃତ ହୋଇଥିବା ଅସନା ସାମଗ୍ରୀ ଡିଜି ରୁମ୍ ନିକଟରେ ପଡ଼ିରହିଛି । ପାଖରେ ଅସ୍ତ୍ରୋପଚାର ଗୃହ, ଡାକ୍ତର ଓ ରୋଗୀଙ୍କ ପାଇଁ କକ୍ଷ ରହିଛି ।…
Read More...

ନଭେମ୍ବର ୨୬ରେ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

 ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬ ତାରିଖ ଅପରାହ୍ନ ପ୍ରାୟ ୫ଟାରେ ସୁପ୍ରିମକୋର୍ଟର ପ୍ରଶାସନିକ ଭବନ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ । ସେ ଭାରତୀୟ ନ୍ୟାୟପାଳିକାର…
Read More...