ବାରପୁଡୁଗିଆ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆରେ ୨୦ତମ ଏସ୍ଏସ୍ପି କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ସରପଂଚ ଜନ୍ମଜୟ ମେହେର ଉଦ୍ଘାଟିତ କରିଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ସାରସପିଟା, ଜନକପୁର,!-->…
Read More...
Read More...