ପ୍ରଧାନମନ୍ତ୍ରୀଙ୍କୁ ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ

ନୂଆଦିଲ୍ଲୀ, (ପିଆଇବି) : ଗୁୟାନାର ରାଷ୍ଟ୍ରପତି ଆଜି ଷ୍ଟେଟ୍ ହାଉସ୍ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ 'ଦ ଅଡର୍ ଅଫ୍ ଏକ୍ସଲେନ୍ସ' ପ୍ରଦାନ କରିଛନ୍ତି । ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି…
Read More...

ଡଃ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଇତିହାସ ଭବିଷ୍ୟତର ଆଇନା ଭାବେ କାମ କରୁଛି- ଧର୍ମେନ୍ଦ୍ର ପ୍ରଧାନ

ଡଃ. ମହତାବଙ୍କ ୧୨୫ତମ ଜୟନ୍ତୀ ବାର୍ଷିକୀ ସମାରୋହରେ ଯୋଗଦେଇଥିବାରୁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେଡ. ମହତାବଙ୍କ ଜୟନ୍ତୀକୁ ଭବ୍ୟ ସମାରୋହ ଭାବେ ପାଳନ କରିବା ପାଇଁ କମିଟି ଗଠନ କରିଥିବାରୁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେଓଡ଼ିଆ ଅସ୍ମିତାର ଜୀବନ୍ତ…
Read More...

କଣ୍ଟାବାଞ୍ଜି ଆଇବି ଠାରେ ଗନ୍ଧମାର୍ଦ୍ଦନକୁ ନେଇ ବିଜେଡି ନେତାଙ୍କ ସାମ୍ବାଦିକ ସମ୍ମିଳନୀ

କଣ୍ଟାବାଞ୍ଜି / ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଗନ୍ଧମାର୍ଦ୍ଦନ ପାହାଡ ତଳେ ଆଦାନୀ କମ୍ପାନୀ ଜମି କିଣିବା ପରେ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି । ଏନେଇ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ରାଜ୍ୟ ଯୁବ ବିଜେପି ସଂପାଦକ ଅଜିତ ଯୋଶୀ ଏକ…
Read More...

ବେକରେ ରସି ଲଗାଇ ଝୁଲି ପଡିଲେ ଦମ୍ପତି : ମୋବାଇଲ ପାଇଁ ଚାଲିଗଲା ୨ ଜୀବନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା । ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ୱାମୀ ସ୍ତ୍ରୀଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି…
Read More...

ମୂଲ୍ୟବୋଧଭିତ୍ତିକ ଶିକ୍ଷା ହିଁ ଶୃଙ୍ଖଳିତ ଚରିତ୍ର ଗଠନର ମୂଳଆଧାର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ନୈତିକ ଓ ମୂଲ୍ୟବୋଧଭିତ୍ତିକ ଶିକ୍ଷା ହିଁ କୋମଳମତି ଛାତ୍ରଛାତ୍ରୀଙ୍କ ଶୃଙ୍ଖଳିତ ଚରିତ୍ର ଗଠନର ମୂଳଆଧାର ଓ ତଦନୁଯାୟୀ ଅଭିଭାବକ ଓ ଶିକ୍ଷକ, ଶିକ୍ଷୟିତ୍ରୀମାନେ ସେମାନଙ୍କୁ ପ୍ରାରମ୍ଭରୁ ଗଢ଼ି ତୋଳିବାକୁ ଏବଂ ପିଲାମାନେ ମଧ୍ୟ ସେହି ଅନୁସାରେ ଆପେ ଆପେ…
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାର ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ପାଳନ ହୋଇଯାଇଛି । ବିଶ୍ୱରେ ଦାର୍ଶନିକ ଓ ସମୀକ୍ଷାତ୍ମକ ଚିନ୍ତନକୁ ସକଳ ବିଦ୍ୟାର ଆଧାର ରୂପେ ଗୃହୀତ କରାଯାଇଛି । ତେଣୁ ପ୍ରତିବର୍ଷ ଯୁନେସ୍କୋ ପକ୍ଷରୁ…
Read More...

ଘରେ ଘରେ ପୂଜା ପାଇଲେ ମାଁ ଲକ୍ଷ୍ମୀ ଠାକୁରାଣୀ

ରାଉରକେଲା, (ସସ୍ମିତା ପ୍ରଧାନ) : ମାଣବସା ଗୁରୁବାର ଓଷା ଓଡ଼ିଶାରେ ପାଳିତ ହେଉଥିବା ଏକ ପ୍ରମୁଖ କୃଷିଭିତ୍ତିକ ପାର୍ବଣ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲାର ପୁରପଲ୍ଲୀରେ ମଧ୍ୟ ଏହାର ବେଶ ମହତ୍ତ୍ୱ ରହିଛି । ତେଣୁ ଆଜି ମାର୍ଗଶିର ମାସ ପ୍ରଥମ ଗୁରୁବାର ଅବସରରେ…
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୨୦୨୪-୨୫ ଶିକ୍ଷା ବର୍ଷର ପୋଷାକ ବିତରଣ ଉତ୍ସବ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ପ୍ରିୟବ୍ରତ ଛତ୍ରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌.ଏ‌.ସିର…
Read More...

କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୋଶଲି ଭାଷାର ଏକ ଅନନ୍ୟ ପତ୍ରିକା ‘ମୁହୁରି’ ପ୍ରକାଶନ ପାଇଁ କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦ, ବଲାଙ୍ଗିରର ଏକ ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଛି । ଡ. ସନ୍ତୋଷ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ପରିଚାଳନା ସଂପାଦକ ମଧୁସୁଦନ…
Read More...

ଆଦାନୀ କମ୍ପାନୀର ପଦକ୍ଷେପକୁ ନେଇ ଲୋକଙ୍କ ଭିତରେ ଚର୍ଚ୍ଚା : ଭୁଆଁ ବୁଲାଇ ଜମି ହଡପ୍‌

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ଏବେ ସାରା ଓଡ଼ିଶାରେ ଆଦାନୀର ଜମି କିଣା ବିଷୟ ଚାଂଚଲ୍ୟ ସୃଷ୍ଟି କରିଛି । ଲୋକଙ୍କ ସରକାର, ଗରିବଙ୍କ ସରକାର କହୁଥିବା ବିଜେପି ସରକାର ରାଜ୍ୟରେ ସଂଖ୍ୟା ଗରିଷ୍ଠତା ହାସଲ କରି ଶାସନ କରୁଥିବା ବେଳେ ବର୍ତ୍ତମାନ ଲୋକଙ୍କ ମନରେ ଅସନ୍ତୋଷ ଦେଖା ଦେଇଛି । ସରକାର…
Read More...