ପଦ୍ମପୁର ପ୍ରିଣ୍ଟ ମିଡିଆ ସଂଘ ଗଠିତ : ସଭାପତି ଭାବରେ କିରଟି ସାହୁ ଓ ସମ୍ପାଦକ ଭାବେ ଡିଲେଶ୍ୱର ବାଗ ଚୟନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଉଦୟନାଥ ଭବନ ଠାରେ ପଦ୍ମପୁର ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ଲାଲ ବିହାରି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର କାର୍ଯ୍ୟକାରିଣୀ କମିଟିରେ ସର୍ବ ସମ୍ମତି କ୍ରମେ କିରଟି ସାହୁ ସଭାପତି, ଡିଲେଶ୍ଵର!-->…
Read More...
Read More...