ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ!-->…
Read More...
Read More...