ଆଇଏଫ୍ଏଫ୍ଆଇ ୨୦୨୪ରେ ଫିଲ୍ମ ବଜାର ପ୍ରଦର୍ଶନୀ କକ୍ଷରେ ୨୦୮ଟି ଫିଲ୍ମ ହେବ ପ୍ରଦର୍ଶିତ
ନୂଆଦିଲ୍ଲୀ, (ପିଆଇବି) : ୫୫ତମ ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଚଳିତ ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଏକ ଭବ୍ୟ ସାଂସ୍କୃତିକ ପରିବେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଏଥିସହିତ ଫିଲ୍ମ ବଜାରର ଅଷ୍ଟାଦଶ ସଂସ୍କରଣ ମଧ୍ୟ ଚଳିତ ମାସ ୨୦ରୁ ୨୪ ତାରିଖ!-->…
Read More...
Read More...