ହାତୀସରାରେ ଦୁର୍ଗାପୂଜା ଉପଲକ୍ଷେ ୩ୟ ଲୋକ କଳା ମହୋତ୍ସବ ଆସନ୍ତା ୧୧ ରୁ ଆରମ୍ଭ

ଦେଓଗାଁ, (ମନୀଷ କୁମାର ସାହୁ): ଦେଓଗାଁ ବ୍ଲକ ହାତୀସରା ଗାଁରେ ୧ ତମ ମାଁ ଦୁର୍ଗାପୂଜା ଅବସରରେ ୩ୟ ଲୋକ କଳା ମହୋତ୍ସବ ହେବାକୁଯାଉଛି । ହାତୀସରା ଲୋକ କଳା ମହୋତ୍ସବ କମିଟି ତଥା ହରିଜନ ଆଦିବାସୀ ଯୁବକ ସଂଗଠନ ପକ୍ଷରୁ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୧୧ ତାରିଖ ମହାବୀର ସାଂସ୍କୃତିକ…
Read More...

ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମ ଜୟନ୍ତୀରେ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ପବିତ୍ର ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଜନ୍ମମାଟି ସୁଆଣ୍ଡୋ ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଉକ୍ତ ଶିବିରଟି ସୁଆଣ୍ଡୋ ଗ୍ରାମ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆୟୋଜିତ ହୋଇଯାଇଛି ।…
Read More...

ଜୟନ୍ତୀ ଅବସରରେ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲ୍ଫେୟାର ଟ୍ରଷ୍ଟ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଉତ୍ସବ ଅନୁଷ୍ଠାନର ସମ୍ପାଦକ ଅରୁଣ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ବାଳିଯୋଡ଼ି ଛକ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ…
Read More...

ପିଶାଚ ସାଜିଲା ବାପା ୧୪ ମାସ ପୁଅକୁ ପାଣିରେ ବୁଡ଼ାଇ ହତ୍ୟା ଓ ଝିଅର ତଣ୍ଟି କାଟି ହତ୍ୟା ଉଦ୍ୟମ

ନୂଆପଡା, (ଅଜିତ ବେହେରା) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବାଗଲୋର କୁଟିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ନିଜ ୧୪ ମାସର ପୁଅକୁ ପାଣିରେ ବୁଡ଼ାଇ ହତ୍ୟା କରିଥିବା ବେଳେ ଝିଅକୁ ତଣ୍ଟି କାଟି ହତ୍ୟା ଉଦ୍ୟମ କରିଥିବାର ଅଭିଯୋଗ ହୋଇଛି…
Read More...

ହମିରପୁରର ସମସ୍ୟା ଶୁଣିଲେ ବିଧାୟକ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ନବନିର୍ବାଚିତ ବିଜେପି ବିଧାୟକ ଦୁର୍ଗାଚରଣ ତନ୍ତୀ ହମିରପୁର ଗସ୍ତରେ ଯାଇ ସେଠାକାର ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ସମସ୍ୟା ଗୁଡିକ କିପରି ସମାଧାନ କରାଯାଇପାରିବ, ସେ ସମ୍ପର୍କରେ ଉଦ୍ୟମ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ହମିରପୁର…
Read More...

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ…
Read More...

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ

୫ ହଜାର ଟଙ୍କା ଲେଖାଏ ପାଇଲେ ୩୫ ଲକ୍ଷରୁ ଅଧିକ ମହିଳା୧୭୫୦ କୋଟି ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତରପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟକୁ ମିଶାଇ ସମୁଦାୟ ୬୦ ଲକ୍ଷରୁ ଅଧିକ ମହିଳା ପାଇଲେ ‘ସୁଭଦ୍ରା’ ସହାୟତାବର୍ତ୍ତମାନ ସୁଦ୍ଧା ୩ ହଜାର କୋଟି ଟଙ୍କାର ସହାୟତାଆଜି ପର୍ଯ୍ୟନ୍ତ ୧ କୋଟି ୬୦…
Read More...

ବଲାଙ୍ଗିର ଟିକ୍ରାପଡାରେ ନବରାତ୍ର ଦୁର୍ଗାପୂଜାର ଷଷ୍ଠ ଦିବସରେ ମାଁ କାତ୍ୟାୟନୀ ଦେବୀଙ୍କ ପୂଜନୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ଟିକ୍ରାପଡା ଗାନ୍ଧୀ ପାଠାଗାରରେ ୫୭ତମ ଦୁର୍ଗାପୂଜା ତା.୦୩.୧୦.୨୦୨୪ ଠାରୁ ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ୦୨.୧୦.୨୦୨୪ ବିଲ୍ୱବରଣ ସହ ନବରାତ୍ର ଦୁର୍ଗାପୂଜା ଆୟୋଜନ କରାଯାଇଛି । ଚଳିତ ବର୍ଷ ଆୟୋଜନ କମିଟିର ସଭାପତି ପ୍ରକାଶ ନେପାକ,…
Read More...

ଅବସର ପ୍ରାପ୍ତ ଶିକ୍ଷକ ବିପଦ ଭଞ୍ଜନ ପାଢ଼ୀଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କୁତୁର୍ଲା ଗାଁର ପାଢ଼ୀ ଗୁରୁ ଭାବେ ବେଶ ଜଣାଶୁଣା ଥିବା ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷାବିତ ବିପଦ ଭଞ୍ଜନ ପାଢ଼ୀ (୮୧) ଙ୍କ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ପରଲୋକ ହୋଇଯାଇଛି । ତାଙ୍କ ଶେଷ ସମୟରେ ଦୁଇ ପୁଅ ଟିକୁ, ଟୁଲୁ ଓ ତିନି…
Read More...

ସଭାକୁ ଡାକି ଅଧିକାରୀଙ୍କୁ ତାଗିଦ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ କୁର୍ଲୁପାଲି ଗ୍ରାମରେ ସଦସ୍ୟତା ଅଭିଯାନ ସାଂସଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଓ ନୂଆଁଖାଇ ଭେଟ୍‌ଘାଟ୍‌ ଅବସରରେ ବ୍ଲକର କନିଷ୍ଠ ଯନ୍ତ୍ରୀଙ୍କ ବିରୁଦ୍ଧରେ ଅଞ୍ଚଳବାସୀ ବିଭିନ୍ନ ଅଭିଯୋଗ କରିଥିବା ବେଳେ ଯନ୍ତ୍ରୀଙ୍କୁ…
Read More...