ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଏଚ୍ଆଇଭି ଏଡସ୍ ସଚେତନତା କାର୍ଯ୍ୟକ୍ରମ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ରବି ଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଏଚ୍ଆଇଭି ଏଡସ୍ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଆଜିର ଡିଜିଟାଲ ଯୁଗରେ ମଧ୍ୟ!-->…
Read More...
Read More...