ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା
୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ କନ୍ଧମାଳ ଜିଲ୍ଲାରେ ପ୍ରଶାସନିକ ତତ୍ପରତା ବଢ଼ିଛି । ଧନଜୀବନର ସୁରକ୍ଷା ସହ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟ ନେଇ ସମସ୍ତ ବିଭାଗକୁ ସଜାଗ ରଖାଯାଇଛି । ଏହି!-->!-->!-->!-->!-->…
Read More...
Read More...