ଆସନ୍ତା ଦଶହରାରେ ୧୨ ହାତ ଖଡ୍ଗ ଶୋଭାଯାତ୍ରା ନେଇ ପ୍ରସ୍ତୁତି ବୈଠକ
ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ୧୩ ତାରିଖ ଦଶହରା ଦିନ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ୧୨ ହାତ ଖଡ୍ଗ ଶୋଭାଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତା,!-->…
Read More...
Read More...