ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି)କୁ ମଞ୍ଜୁର ଓ ଘୋଷଣା କଲା କ୍ୟାବିନେଟ୍
ନୂଆଦିଲ୍ଲୀ, (ପିଆଇବି) : ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ୍!-->…
Read More...
Read More...