ମୁନିଷିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିଷିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୋମବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ର ଇନ୍‌ଚାର୍ଜ ତା.…
Read More...

ବ୍ରହ୍ମପୁର ସହରରେ ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଶାରଦୀୟ ଦୁର୍ଗାପୂଜା ସମ୍ଭାର ସୁରୁଖୁରେ ସମ୍ପାଦିତ ହେବା ନିମନ୍ତେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା…
Read More...

ଖପ୍ରାଖୋଲ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପଞ୍ଚାୟତ ସମିତିର ସପ୍ତମ ସାଧାରଣ ଅଧିବେଶନ ମଙ୍ଗଳବାର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷା ନିରୁପମା ପୁଟେଲଙ୍କ ଅଧ୍ୟକ୍ଷତାରେ ସମିତି ଅଧୀନସ୍ଥ ୨୧ଟି ପଞ୍ଚାୟତର ସମିତି ସଭ୍ୟ ଏବଂ ସରପଞ୍ଚଙ୍କୁ ନେଇ…
Read More...

ସଇଁତଲାରେ ନୂତନ ଷ୍ଟେଟ୍‌ ବ୍ୟାଙ୍କ କାର୍ଯ୍ୟାଳୟ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ୨୬ ଜାତୀୟ ରାଜପଥ କଡ଼ ଥିବା ନୂତନ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କାର୍ଯ୍ୟାଳୟ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ସଇଁତଲା ଶାଖା ପରିଚାଳକ ପ୍ରଦୀପ ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମହାପ୍ରବନ୍ଧକ ଦିନେଶ…
Read More...

ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମିଳନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମିଳନୀ ରାଉରକେଲା ଶାଖା ତରଫରୁ ସେକ୍ଟର ୨୦ ସ୍ଥିତ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଭୁଇଙ୍କ ସଭାପତିତ୍ୱ ଓ ସମ୍ପାଦିକା ସୁଚିସ୍ମିତା ବିଶ୍ୱାସଙ୍କ ଆବାହକତ୍ଵରେ ଆୟୋଜିତ…
Read More...

ବଜରଙ୍ଗ ଦଳର ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବରେ ‘ମାଁ ମାହେଶ୍ୱରୀ ସେନା’ ସ୍ଵତନ୍ତ୍ର ରୂପେ ସମ୍ବର୍ଦ୍ଧିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଟିଟିଲାଗଡଠାରେ ବଜରଙ୍ଗ ଦଳର ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ହିସାବେ ନିମନ୍ତ୍ରଣ କରି 'ମାଁ ମାହେଶ୍ୱରୀ ସେନା'କୁ ସ୍ଵତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ବିଧାୟକ ନବୀନ ଜୈନ…
Read More...

ହଳଦୀ କଲେଜ ପକ୍ଷରୁ ଜାତୀୟସ୍ତରର ଫୁଟବଲ୍ ଖେଳରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ସୁଶ୍ରୀ ଟୁନୀ ଛତରଙ୍କୁ କଲେଜ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ଗ୍ରାମରେ ଅବସ୍ଥିତ ବୀର ସୁରେନ୍ଦ୍ର ସାଏ ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଜାତୀୟସ୍ତରର ଫୁଟବଲ୍ ଖେଳରେ କୃତିତ୍ୱ ଅର୍ଜନ କରିଥିବା ଯୁକ୍ତ ୨ କଳା ପ୍ରଥମ ବର୍ଷର ଛାତ୍ରୀ ସୁଶ୍ରୀ ଟୁନୀ ଛତରଙ୍କୁ…
Read More...

ଓଡିଶା ପଛୁଆବର୍ଗ ଏବଂ ଏସ୍‌ସି-ଏସ୍‌ଟି ଉଦ୍ୟୋଗୀ ଫେଡେରେସନ୍‌ର ଗଞ୍ଜାମ ଜିଲ୍ଲା ସମ୍ମିଳନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଓବିସି, ଏସ୍‌ସି, ଏସ୍‌ଟି ଉଦ୍ୟୋଗୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ଗତ ରବିବାର ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବହୁ ଗଣ୍ୟମାନ୍ୟ ବ୍ୟକ୍ତି, ବକ୍ତା ଯୋଗଦେଇ ଏହି ବର୍ଗର ଲୋକଙ୍କ ହିତ ଉଦ୍ଦେଶ୍ୟରେ ବକ୍ତବ୍ୟ…
Read More...

ଗ୍ରୀଡ୍ କର୍ମଚାରୀ ବ୍ୟାସଦେବ ବାଘଙ୍କ ଦେହାନ୍ତ

ମାଧିଆପାଲି, (ରାଜେଶ ଦଣ୍ଡସେନା) : ଟିପିଡବ୍ଲୁଓଡିଏଲ୍ ଆର୍‌ଇସି ସେକ୍ସନ୍‌ର ମାଧିଆପାଲି ଗ୍ରୀଡ୍‌ରେ ପିଏସ୍‌ଏସ୍ ଅପରେଟର୍ (ଲାଇନ୍‌ମ୍ୟାନ୍‌) ଭାବେ କାର୍ଯ୍ୟ କରୁଥିବା ବ୍ୟାସଦେବ ବାଘଙ୍କ ବିୟୋଗ ହୋଇଯାଇଛି । ୨୦ ଦିନ ଆଗରୁ ତାଙ୍କ ଦେହ ଅସୁସ୍ଥ ହୋଇଥିବାରୁ ତାଙ୍କୁ ପ୍ରଥମେ ବଲାଙ୍ଗିର ଭୀମ…
Read More...

ଲଖମରା କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରା ସରକାରୀ ନୋଡାଲ ଜଗନ୍ନାଥ ହାଇସ୍କୁଲ ପରିସରରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେମୁଖ୍ୟ ବକ୍ତା ସମ୍ମାନିତ ଅତିଥି…
Read More...