ଖୋଲାନ ଗ୍ରାମ ପଞ୍ଚାୟତର ଜାମପଡ଼ା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଖୋଲାନ ଗ୍ରାମ ପଞ୍ଚାୟତର ଜାମପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ଠାରେ ଖୋଲାନ ସରପଞ୍ଚ ନରେଶ ଅଗ୍ରୱାଲଙ୍କ ସଭାପତିତ୍ୱରେ ପଞ୍ଚାୟତ ସ୍ତରୀୟ ସ୍ୱଚ୍ଛତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
Read More...

ଶ୍ୱଶୁର ଘର କେନାଲ ପାଇପରେ ଭାସି ଯାଇ ଜ୍ୱାଇଁଙ୍କ ମୃତ୍ୟୁ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଅଏଁଲାଭଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଧୋଇବା ସମୟରେ କେନାଲ ପାଇପରେ ଭାସିଯାଇ ଜ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଜ୍ୱାଇଁ ଜଣକ ହେଲେ ଟୁପାଉଡାର ପଞ୍ଚାୟତ…
Read More...

ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦିବ୍ୟାଙ୍ଗଙ୍କ ସହାୟକ ଉପକରଣ ବଣ୍ଟନ ପାଇଁ ଚିହ୍ନଟ ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ସହାୟକ ଉପକରଣ ବଣ୍ଟନ ପାଇଁ ଚି଼ହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ…
Read More...

ମୁରିବାହାଲ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ଅଭିଯୋଗ କରିବାକୁ ଆସିଥିବା ବହୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଈଶାଳୱାର ଓ ଆରକ୍ଷୀ ଅଧିକ୍ଷକ ରୀଷିକେଶ ଖିଲାରୀ…
Read More...

ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ ଓ ୧୦ ହଜାର ଟଙ୍କା ଲୁଟ୍ : ଦୁଇ କୋର୍ଟ ଚାଲାଣ, ଜଣେ ଫେରାର୍‌

ମୁରିବାହାଲ, (ଦୁର୍ଗା ନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥର ଗରଗଡବାହାଲ ଛକରେ ଜଣେ ନାଗବାଚା ଗୁରୁଙ୍କୁ ପଥରରେ ଛେଚି ମରଣାନ୍ତକ ଆକ୍ରମଣ କରି ୧୦ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଜଣେ…
Read More...

ରାଞ୍ଚିଠାରେ ଅନୁଷ୍ଠିତ ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସର ଉଦ୍‌ଯାପନୀ ସମାରୋହରେ ଭର୍ଚୁଆଲ ଭାବେ ୨୦ଟି ରାଜ୍ୟର ୧୧ ହଜାରରୁ…

ସକ୍ଷମ ଅଙ୍ଗନୱାଡି ମାଧ୍ୟମରେ ବହୁମୁଖୀ ବିକାଶ ଭାରତକୁ ଏକ ସୁପୋଷିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଓ ପୋଷଣ ୨.୦ରେ ଯୋଗଦେବା ପାଇଁ ସମସ୍ତଙ୍କୁ ଉତ୍ସାହିତ କରିବ - ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ, କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀପୋଷଣ ମାସରେ ବିଭିନ୍ନ ପୋଷଣ ସମ୍ବନ୍ଧୀୟ…
Read More...

ରୋତ କଲେଜରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ଆଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ୱରେ…
Read More...

ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ରାୟଗଡ ସହର ସ୍ଥିତ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାଇପ୍ରିୟା ୱେଲଫର ଟ୍ରଷ୍ଟର ସଭାପତି ନନ୍ଦକିଶୋର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱଚ୍ଛ ଭାରତ…
Read More...

ଆଗଲପୁର ସଂର୍କିତ୍ତନ୍ୟ କଳା ସଂସ୍କୃତି ସଂଘର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଗଲପୁର ସଂର୍କିତ୍ତନ୍ୟ କଳା ସଂସ୍କୃତି ସଂଘର ନୁଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଫାସଡ ଶିବ ମନ୍ଦିର ଠାରେ ପାଳନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସମାଜସେବୀ ସୁରେଶ ମହାଲିଙ୍ଗ ଓ ଜିଲ୍ଲା କଳା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର ମୁଖ୍ୟ ଅତିଥି…
Read More...

ଦେବାଳୟ ଓ କୋଶଳ କଳାମଣ୍ଡଳ ସୁରକ୍ଷା ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରରେ ଐତିହାସିକ ମନ୍ଦିର ଏବଂ ବିଶେଷ କରି କଳା ସଂସ୍କୃତିର ଐତିହ୍ୟ ପୀଠ କୋଶଳ କଳାମଣ୍ଡଳ ଅବସ୍ଥିତ । ମାତ୍ର ପରିତାପର ବିଷୟ ଯେ ପ୍ରାୟତଃ ମନ୍ଦିର ଏବଂ କୋଶଳ କଳା ମଣ୍ଡଳ ଅବହେଳିତ ଅବସ୍ଥାରେ ରହିଛି । ଅନେକ ସମୟରେ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି…
Read More...