ପଦ୍ମପୁର ଦୈବଜ୍ଞ ବ୍ରାହ୍ମଣ ମହାସଂଘର ସାଧାରଣ ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥିତ ଗୋରୁ ବଜାର ଠାରେ ପଦ୍ମପୁର ଉପଖଣ୍ଡ ସ୍ତରୀୟ ଶାକଦ୍ୱୀପ ଦୈବଜ୍ଞ ବ୍ରାହ୍ମଣମାନଙ୍କର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସମାରୋହରେ ସର୍ବ ପ୍ରଥମେ ସୂର୍ଯ୍ୟନାରାୟଣଙ୍କ ପୂଜା ବିଧିବଦ୍ଧ ଭାବରେ ହୋଇଥିଲା । ପଣ୍ଡିତ!-->…
Read More...
Read More...