ବ୍ଲକସ୍ତରୀୟ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କ ସମ୍ମିଳନୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଡ଼ଙ୍ଗାଘାଟ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ମନୋଜ କୁମାର ଦାଶ ଅତିଥି ତଥା ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । ସମସ୍ତ ପ୍ରଧାନ!-->…
Read More...
Read More...