ଚାକିରି ଦେବା ନାଁରେ ଠକେଇ ଅଭିଯୋଗ : ମାଷ୍ଟର ମାଇଣ୍ଡ ସହ ୨ ସହଯୋଗୀ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ । ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଓ ଲିଲିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗ ପ୍ରକାରେ ସାରଙ୍ଗଡ଼ ଥାନା ଅଧିକାରୀ ବଧୁଲିକା ବିଶ୍ୱାଳ ଏକ ସ୍ୱତନ୍ତ୍ର ଟିମ୍ ଗଠନ…
Read More...

ବଲାଙ୍ଗିର ସୁପ୍ରିମଟାକ୍ସ କଲେଜ ଅଫ୍ ନର୍ସିଂରେ ପ୍ରେସ୍‌ମିଟ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ସୁପ୍ରିମଟାକ୍ସ କଲେଜ ଅଫ୍ ନର୍ସିଂର ଏକ ପ୍ରେସ୍‌ମିଟ୍‌ ସ୍ଥାନୀୟ ସାମ୍ବାଦିକ ଭବନ ବଲାଙ୍ଗିର ଠାରେ ହୋଇଯାଇଛି । ସୁପ୍ରିମଟାକ୍ସ ଚେୟାରମେନ୍‌ ଅଜିତ ପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରେସ୍‌ମିଟରେ ଶ୍ରୀ ପାଲ ୨୦୨୪-୨୫ ଚତୁର୍ଥ ବେଚ୍‌…
Read More...

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଅତିଥି ପ୍ରଶିକ୍ଷକ ମାନଙ୍କୁ ଅଣଦେଖା

ଆମରଣ ଅନଶନ ଆନ୍ଦୋଳନରେ ବସିବେ ପ୍ରଶିକ୍ଷକ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଅତିଥି ପ୍ରଶିକ୍ଷକ ସଂଘ, ବଲାଙ୍ଗିର ଶାଖା ତରଫରୁ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଛି । ଆଲୋକ କୁମାର ପଣ୍ଡାଙ୍କ…
Read More...

ବଙ୍ଗୋମୁଣ୍ଡାରେ କୋଶଲ ଅସ୍ମିତା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ଆମ୍ବେଦକର ଛକ ନିକଟରେ କୋଶଲି ସାହିତ୍ୟ ଏକାଡେମୀ ପକ୍ଷରୁ ସଚେତନତା ପାଇଁ ପରିକ୍ରମା କରୁଥିବା କୋଶଲ ଅସ୍ମିତା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ, କୋଶଲ ଯୁବଶକ୍ତି…
Read More...

କୁତୁର୍ଲା ପେକ୍ସରେ ବାର୍ଷିକ ସାଧାରଣ ସଭା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କୁତୁର୍ଲା ପେକ୍ସ କାର୍ଯ୍ୟାଳୟରେ ୨୦୨୪ - ୨୫ ବର୍ଷ ପାଇଁ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପେକ୍ସ ସଭାପତି ନୀଳାମ୍ବର ପାଣିଗ୍ରାହୀ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ଜିତେନ୍ଦ୍ର ନାଗ ସଭା ପରିଚାଳନା…
Read More...

ହାତୀସରା ୧୬ତମ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ହାତୀସରା ଗାଁରେ ଚଳିତ ବର୍ଷ ୧୬ତମ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୂଜା ପରିଚାଳନା ପାଇଁ କାର୍ଯ୍ୟକାରୀ କମିଟି ଗଠନ କରାଯାଇଥିଲା । ଏହି କମିଟିର ସଭାପତି ଭାବେ ପରମେଶ୍ୱର ନନ୍ଦ, ଉପ ସଭାପତି ପ୍ରକାଶ…
Read More...

ଆସନ୍ତା ୨୨ରୁ ଆଦର୍ଶ ପାଠାଗାରର ଗୋପବନ୍ଧୁଙ୍କ ସମ୍ପର୍କିତ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ତ୍ୟାଗପୂତ ଜୀବନୀ, ଓଡ଼ିଆ ଭାଷା ଓ ଓଡ଼ିଶା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ନିମନ୍ତେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତା ଆଦର୍ଶ ପାଠାଗାର ଆନୁକୂଲ୍ୟରେ ଆସନ୍ତା ୨୨ ତାରିଖ ରବିବାର ଦିନ ଭଞ୍ଜ ଭବନ ପରିସରରେ…
Read More...

ବରତୁଣ୍ଡା ଇନ୍ଦିରା ପ୍ରିୟଦର୍ଶନୀ ହାଇସ୍କୁଲ ଶିକ୍ଷକ ପୂରଣ ଦାବୀରେ ତାଲା ବନ୍ଦ ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକର ବରତୁଣ୍ଡା ଇନ୍ଦିରା ପ୍ରିୟଦର୍ଶନୀ ଉଚ୍ଚ ବିଦ୍ୟାଳୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ ଦାବୀରେ ତାଲା ବନ୍ଦ ଆନ୍ଦୋଳନ କରାଯାଇଛି । ସ୍କୁଲ ପରିଚାଳନା କମିଟି, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ତାଲା ଦେଇ ତାଲା ବନ୍ଦ…
Read More...

ପୁନେରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ପୁନେ : ମହାରାଷ୍ଟ୍ର ସ୍ଥିତ ପୁନେ ସହରରେ ପ୍ରବାସୀ ଓଡ଼ିଆଙ୍କ ତରଫରୁ ସ୍ଥାନୀୟ କଳ୍ପତରୁ ହଲ ଠାରେ ଚଳିତ ବର୍ଷ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ପାରମ୍ପରିକ ରଙ୍ଗବେରଙ୍ଗର ସମ୍ବଲପୁରୀ ବସ୍ତ୍ର ପରିଧାନ କରି ଉପସ୍ଥିତ ଓଡ଼ିଆ ପରିବାର ମା'…
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଚଞ୍ଚରାପଡା ଠାରେ ଅବସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦଶମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ ସହିତ ଇଂରାଜୀ ମାଧ୍ୟମରେ ଶିକ୍ଷାଦାନ କରିବାର ଲକ୍ଷ ହୋଇଥିବା ବେଳେ ଏହି ଅନୁଷ୍ଠାନର…
Read More...