ରଚନାର ନୂଆଁଖାଇ ଭେଟ୍‌ଘାଟ୍‌ ଓ କବିତା ଆସର ‘ଶରତର ସୁର’ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କବିତା ଜୀବନର କଥାକହେ, କବିତାରେ ହିଁ ଚିହ୍ନି ହୁଏ ଜୀବନକୁ, ଅନୁଭବ ହୁଏ ପ୍ରକୃତିକୁ । ସମସ୍ତଙ୍କ ଭିତରେ ଗୋଟେ କବିପଣ ଥାଏ, କେହି କେହି ତାଙ୍କୁ କାଗଜରେ ଉତାରି ପରିଚୟ ପାଇଥାନ୍ତି । ବଲାଙ୍ଗିରର ଅଗ୍ରଣୀ ସାହିତ୍ୟ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ରଚନାର…
Read More...

୬ ଶିଶୁ ସମେତ ୧୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ବେଲପଡା ପୋଲିସ

ବେଲପଡା, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲାରେ ଆରମ୍ଭ ହୋଇଯାଇଛି ଦାଦନ ଋତୁ ଏବଂ ବର୍ଷର ପ୍ରଥମ ବେଆଇନ ଦାଦନ ଚାଲାଣ କେସ ପଞ୍ଜିକୃତ ହୋଇଛି ବେଲପଡା ଥାନାରେ । ଦାଦନ ଶ୍ରମିକମାନେ କାମ କରିବା ପାଇଁ ନିଜ ସ୍ତ୍ରୀ, ପିଲାଛୁଆଙ୍କୁ ସାଙ୍ଗରେ ଧରି ବର୍ଷଟେ ପାଇଁ ଚାଲିଯାଉଛନ୍ତି ବାହାର…
Read More...

ଆଇ.ଆର୍‌.ଇ.ଏଲ୍. (ଇଣ୍ଡିଆ) ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି, ସଂରକ୍ଷଣ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପକଣ୍ଠରେ ଥିବା ଆଇ.ଆର୍‌.ଇ.ଏଲ୍.(ଇଣ୍ଡିଆ) ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି ଏବଂ ସଂରକ୍ଷଣ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଦାବି ପ୍ରସଙ୍ଗରେ ଏକ ସ୍ମାରକପତ୍ର ରବିବାର ବ୍ରହ୍ମପୁର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ…
Read More...

ରାଉରକେଲା ଶ୍ରମିକ ସଂଘ ଓ ଗାଙ୍ଗପୁର ମଜଦୁର ମଞ୍ଚ ସ୍ୱୀକୃତିପ୍ରାପ୍ତ ୟୁନିୟନ୍‌ ଭାବେ କୃତିତ୍ଵ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଶ୍ରମିକ ସଂଘ ଏବଂ ଗାଙ୍ଗପୁର ମଜଦୁର ମଞ୍ଚ ରାଉରକେଲା ଇସ୍ପାତ କାରଖାନାର ସ୍ୱୀକୃତିପ୍ରାପ୍ତ ୟୁନିୟନ୍‌ ଭାବରେ ନିଜର ବିଗତ ୨ ବର୍ଷର କୃତିତ୍ୱ ବିଷୟରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ରାଉରକେଲା ଇସ୍ପାତ କାରଖାନା ଷ୍ଟିଲ୍‌…
Read More...

ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ପକ୍ଷରୁ ଏକାଦଶ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଛତ୍ରପୁର ଶାଖା ପକ୍ଷରୁ ଏକାଦଶ ବାର୍ଷିକ ସମ୍ମିଳନୀ ରବିବାର ଛତ୍ରପୁର ସ୍ଥିତ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନରସିଂହ…
Read More...

ବିଶ୍ୱ ଓଜୋନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଜୋନ ହେଉଛି ତିନୋଟି ଅମ୍ଳଜାନ ପରମାଣୁରେ ଗଠିତ ଏକ ଅଣୁ, ଯାହା ପ୍ରାୟତ ୩ ଭାବରେ ସୂଚିତ । ଓଜୋନ ସ୍ତର ପୃଥିବୀ ପୃଷ୍ଠରୁ ପ୍ରାୟ ୧୫-୩୦ କିଲୋମିଟର ଉପରେ ଥିବା ଷ୍ଟ୍ରାଟୋସ୍ପିୟର ମିଳିଥାଏ । ଏହା ସମଗ୍ର ଧରିତ୍ରୀ ଗ୍ରହକୁ ଆଚ୍ଛାଦନ କରେ ଏବଂ…
Read More...

ଧାମରା ସଂଘର ବର୍ଷା ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ମେଘ ପ୍ରେମ ଓ ପ୍ରୀତିର ନିଦର୍ଶନ, ପ୍ରେମିକ ବା ପ୍ରେମିକା ନିଜମନରେ ଥିବା ଅକୁହା କଥାକୁ ମେଘ ମାଧ୍ୟମରେ ପରସ୍ପରକୁ ଜଣାଇଥାନ୍ତି । ମେଘରୁ ସୃଷ୍ଟି ବର୍ଷା ପ୍ରେମୀ ଯୁଗଳଙ୍କ ହୃଦୟରେ ଭରିଦିଏ ସବୁଜିମାର ସଂଜୀବନୀର ସ୍ପର୍ଶ । ଆଷାଢ ଆଣେ ଯୌବନ, ଶ୍ରାବଣ ଭରେ…
Read More...

ସୁବର୍ଣ୍ଣଦୀପର ନୂଆଁଖାଇ ସମ୍ମାନ ଉତ୍ସବ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ଇଣ୍ଟରନେଟ୍‌ ଯୁଗରେ ୩୦ ବର୍ଷରୁ ଅଧିକ ସମୟ ଯୁଗୋପଯୋଗୀ ସୁବର୍ଣ୍ଣଦୀପ ଶିଶୁ କିଶୋର ପତ୍ରିକା ବରଗଡ଼ ଜିଲ୍ଲାରୁ ନିୟମିତ ଭାବେ ପ୍ରକାଶ ପାଇବା ସହିତ ଲେଖକ, ଲେଖିକାଙ୍କୁ ନୂଆଁଖାଇ ଲେଖା ପ୍ରକାଶ ପାଇଁ ସୁଯୋଗ ଦେଇ ଅନୁଷ୍ଠିତ ଏକ ଲେଖକ, ଲେଖିକା ସମ୍ମିଳନୀରେ…
Read More...

ମାଣ୍ଡୋସିଲ ଜୟ ବୁଢ଼ାରଜା କବାଡି : ବାହାଦୂରପୁରକୁ ହରାଇ ମାଗୁରପାଣି ଚମ୍ପିୟାନ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ସୋନିଆ ନଗର ଗଣେଶ ପୂଜା କମିଟି ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଉପଲକ୍ଷେ ଜୟ ବୁଢ଼ାରଜା କବାଡି ଫାଇନାଲ୍‌ ମ୍ୟାଚ୍‌ରେ ବାହାଦୂରପୁର (ଛତିଶଗଡ଼)କୁ ହରାଇ ମାଗୁରପାଣି (ନୂଆପଡ଼ା) ଚମ୍ପିୟାନ୍‌ ହୋଇଛି । ଏଥିରେ…
Read More...

ରେଳ ପୋଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୃତଦେହ ନିକଟରେ ଏକ ହେଲ୍‌ମେଟ୍‌ ପଡ଼ିଥିବାର ଦେଖିବାକୁ ଭିଳିଛି । ବ୍ୟକ୍ତିଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କେନାଲ୍‌ବ୍ରିଜ୍‌ ନିକଟ ରେଳ…
Read More...